Ezra 3:6 — Compare Translations

5 translations compared side by side

Odia - 1840
"ସପ୍ତମ ମାସର ପ୍ରଥମ ଦିନ ରେ ସମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମବେଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ। ମାତ୍ର ସେ ସମୟରେ ସଦାପ୍ରଭୁଙ୍କ ମନ୍ଦିରର ମୂଳ ଭିତ୍ତି ଆରମ୍ଭ ହାଇେ ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସପ୍ତମ ମାସର ପ୍ରଥମ ଦିନଠାରୁ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ; ମାତ୍ର ସେସମୟରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପିତ ହୋଇ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସପ୍ତମ ମାସର ପ୍ରଥମ ଦିନରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ। ମାତ୍ର ସେ ସମୟରେ ସଦାପ୍ରଭୁଙ୍କ ମନ୍ଦିରର ମୂଳ ଭିତ୍ତି ଆରମ୍ଭ ହୋଇ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସପ୍ତମ ମାସର ପ୍ରଥମ ଦିନଠାରୁ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ; ମାତ୍ର ସେସମୟରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପିତ ହୋଇ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସପ୍ତମ ମାସର ପ୍ରଥମ ଦିନଠାରୁ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ; ମାତ୍ର ସେସମୟରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପିତ ହୋଇ ନ ଥିଲା।