Ezra 3:7 — Compare Translations

5 translations compared side by side

Odia - 1840
"ସମାନେେ ପାରସ୍ଯର ରାଜା କୋରସର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧାରମାନଙ୍କୁ ମୁଦ୍ରା ଦେଲେ। ଏବଂ ଲିବାନୋନଠାରୁ ୟାଫୋସ୍ଥିତ ସମୁଦ୍ରତୀର ପର୍ୟ୍ଯନ୍ତ ଏରସ କାଠ ଆଣିବା ପାଇଁ ସୀଦୋନୀଯ ଓ ସୋରୀଯ ଲୋକମାନଙ୍କୁ ଖାଦ୍ୟ, ପାନୀଯ ଓ ତୈଳ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ପାରସ୍ୟର ରାଜା କୋରସ୍ର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ ମୁଦ୍ରା ଦେଲେ; ପୁଣି ଲିବାନୋନ୍‍ଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସକାଷ୍ଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ ଓ ପେୟ-ଦ୍ରବ୍ୟ ଓ ତୈଳ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିରର ପୁନଃନିର୍ମାଣ ସେମାନେ ପାରସ୍ୟର ରାଜା କୋରସର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧାରମାନଙ୍କୁ ମୁଦ୍ରା ଦେଲେ। ଏବଂ ଲିବାନୋ‌ନ୍‌ଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ, ପାନୀୟ ଓ ତୈଳ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ପାରସ୍ୟର ରାଜା କୋରସ୍‍ର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ ମୁଦ୍ରା ଦେଲେ; ପୁଣି ଲିବାନୋନଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଷ୍ଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ ଓ ପେୟଦ୍ରବ୍ୟ ଓ ତୈଳ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ପାରସ୍ୟର ରାଜା କୋରସ୍‍ର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ ମୁଦ୍ରା ଦେଲେ; ପୁଣି ଲିବାନୋନଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଷ୍ଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ ଓ ପେୟ-ଦ୍ରବ୍ୟ ଓ ତୈଳ ଦେଲେ।