Ezra 3:8 — Compare Translations
5 translations compared side by side
Odia - 1840
"ଏହାପରେ ଦ୍ବିତୀୟ ବର୍ଷର ଦ୍ବିତୀୟ ମାସ ରେ ପରମେଶ୍ବରଙ୍କ ୟିରୁଶାଲମସ୍ଥିତ ମନ୍ଦିର ରେ ଶାଲଟୀଯଲରେ ପୁତ୍ର ସରୁଦ୍ଦାବିଲ, ୟୋଷାଦକର ପୁତ୍ର ଯଶୂେଯ ଓ ସମାନଙ୍କେର ଅବଶିଷ୍ଟ ଯାଜକ ଓ ଲବେୀୟ ଭାତୃଗଣ, ବନ୍ଦୀ ଦଶାରୁ ୟିରୁଶାଲମକୁ ଆଗତ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିର କାର୍ୟ୍ଯ ରେ ତତ୍ତ୍ବାବଧାରଣ ନିମନ୍ତେ କୋଡିଏ ବର୍ଷ ଓ ତତୋଧିକ ବଯସ୍କ ଲବେୀୟମାନଙ୍କୁ ନିୟୁକ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ଵିତୀୟ ବର୍ଷର ଦ୍ଵିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ଵାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ପରମେଶ୍ୱରଙ୍କ ଯିରୁଶାଲମସ୍ଥିତ ମନ୍ଦିରରେ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ, ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭାତୃଗଣ, ବନ୍ଦୀ ଦଶାରୁ ଯିରୁଶାଲମକୁ ଆଗତ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିର କାର୍ଯ୍ୟରେ ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)