Ezra 3:9 — Compare Translations

5 translations compared side by side

Odia - 1840
"ସେତବେେଳେ ୟୋଶୂଯ, ତାହାର ପୁତ୍ର ଓ ଭାତୃଗଣ, କଦ୍ମୀଯଲେ ଓ ତା'ର ପୁତ୍ରଗଣ ଯିହୁଦାର ପୁତ୍ରଗଣ ପରମେଶ୍ବରଙ୍କ ମନ୍ଦିର ରେ କର୍ମକାରୀମାନଙ୍କ ତତ୍ତ୍ବବଧାରଣ ରେ ଭାରପ୍ରାପ୍ତ ହବୋ ପାଇଁ ଏକତ୍ର ଠିଆ ହେଲେ। ହନୋଦଦର ପୁତ୍ରଗଣ ସମାନଙ୍କେର ପୁତ୍ର ଓ ଭାତୃଗଣ ଏ ସମସ୍ତେ ଲବେୀୟ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯେଶୂୟ ତାହାର ପୁତ୍ର ଓ ଭ୍ରାତୃଗଣ, କଦ୍ମୀୟେଲ ଓ ତାହାର ପୁତ୍ରଗଣ, ଯିହୁଦାର ପୁତ୍ରଗଣ, ପରମେଶ୍ଵରଙ୍କ ଗୃହରେ କର୍ମକାରୀମାନଙ୍କ ତତ୍ତ୍ଵାବଧାରଣର ଭାର ପ୍ରାପ୍ତ ହେବା ନିମନ୍ତେ ଏକତ୍ର ଠିଆ ହେଲେ; ହେନାଦଦର ପୁତ୍ରଗଣ, ସେମାନଙ୍କ ପୁତ୍ର ଓ ଭ୍ରାତୃଗଣ (ତଦ୍ରୂପ କଲେ), ଏମାନେ ଲେବୀୟ ଲୋକ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଯୋଶୂୟ, ତାହାର ପୁତ୍ର ଓ ଭାତୃଗଣ, କ‌‌‌‌‌ଦ୍‌‌‌‌‌ମୀୟେଲ ଓ ତା’ର ପୁତ୍ରଗଣ ଯିହୁଦାର ପୁତ୍ରଗଣ ପରମେଶ୍ୱରଙ୍କ ମନ୍ଦିରରେ କର୍ମକାରୀମାନଙ୍କ ତତ୍ତ୍ୱାବଧାରଣରେ ଭାରପ୍ରାପ୍ତ ହେବା ପାଇଁ ଏକତ୍ର ଠିଆ ହେଲେ। ହେନାଦଦର ପୁତ୍ରଗଣ ସେମାନଙ୍କର ପୁତ୍ର ଓ ଭାତୃଗଣ ଏ ସମସ୍ତେ ଲେବୀୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯେଶୂୟ ତାହାର ପୁତ୍ର ଓ ଭ୍ରାତୃଗଣ, କଦ୍‍ମୀୟେଲ ଓ ତାହାର ପୁତ୍ରଗଣ, ଯିହୁଦାର ପୁତ୍ରଗଣ, ପରମେଶ୍ୱରଙ୍କ ଗୃହରେ କର୍ମକାରୀମାନଙ୍କ ତତ୍ତ୍ୱାବଧାରଣର ଭାର ପ୍ରାପ୍ତ ହେବା ନିମନ୍ତେ ଏକତ୍ର ଠିଆ ହେଲେ; ହେନାଦଦର ପୁତ୍ରଗଣ, ସେମାନଙ୍କ ପୁତ୍ର ଓ ଭ୍ରାତୃଗଣ (ତଦ୍ରୂପ କଲେ), ଏମାନେ ଲେବୀୟ ଲୋକ।
Odia IRV 2017 (ଓଡିଆ ବାଇବେଲ)