Ezra 4:1 — Compare Translations
5 translations compared side by side
Odia - 1840
"ବହୁତ ଲୋକ ସହେି ଅଞ୍ଚଳ ରେ ବାସ କରୁଥିଲେ ଯେଉଁମାନେ କି ଯିହୁଦା ଓ ବିନ୍ଯାମୀନମାନଙ୍କୁ ବି ରୋଧ କରୁଥିଲେ। ସମାନେେ ଶୁଣିବାକୁ ପାଇଲେ ଯେ ନିର୍ବାସିତ ସନ୍ତାନଗଣ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଏକ ମନ୍ଦିର ନିର୍ମାଣ କରୁଛନ୍ତି। ତେଣୁ ସହେି ଶତୃମାନେ ସରୁଦ୍ଦାନିଲ୍ ଓ ପିତୃବଂଶ ପ୍ରଧାନବର୍ଗମାନଙ୍କ ନିକଟକୁ ଆସିଲେ ଏବଂ ସମାନଙ୍କେୁ କହିଲେ, ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ନିର୍ମାଣ କରିବାକୁ ଦିଅ। କାରଣ ଆମ୍ଭମାନେେ ତୁମ୍ଭ ପରି ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ବନ୍ଦୀତ୍ଵର ସନ୍ତାନଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରୁଅଛନ୍ତି ବୋଲି ଯିହୁଦାର ଓ ବିନ୍ୟାମୀନର ବିପକ୍ଷମାନେ ଶୁଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶତ୍ରୁମାନେ ମନ୍ଦିରର ପୁନଃନିର୍ମାଣକୁ ବିରୋଧ କରୁଛନ୍ତି ବହୁତ ଲୋକ ସେହି ଅଞ୍ଚଳରେ ବାସ କରୁଥିଲେ ଯେଉଁମାନେ କି ଯିହୁଦା ଓ ବିନ୍ୟାମୀନମାନଙ୍କୁ ବିରୋଧ କରୁଥିଲେ। ସେମାନେ ଶୁଣିବାକୁ ପାଇଲେ ଯେ ନିର୍ବାସିତ ସନ୍ତାନଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରୁଛନ୍ତି। ତେଣୁ ସେହି ଶତ୍ରୁମାନେ ସରୁବ୍ବାବିଲ ଓ ପିତୃବଂଶ ପ୍ରଧାନବର୍ଗମାନଙ୍କ ନିକଟକୁ ଆସିଲେ ଏବଂ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ନିର୍ମାଣ କରିବାକୁ ଦିଅ। କାରଣ ଆମ୍ଭେମାନେ ତୁମ୍ଭ ପରି ଅଟୁ। ଆମ୍ଭେମାନେ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ପ୍ରାର୍ଥନା କରୁ। ଏବଂ ସେହି ସମୟରୁ ଅଶୂରୀୟ ରାଜା ଏସର-ହଦ୍ଦୋନ୍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଛନ୍ତି, ଆମ୍ଭେମାନେ ତାଙ୍କୁ ବଳିଦାନ କରୁଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ବନ୍ଦୀତ୍ୱର ସନ୍ତାନଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରୁଅଛନ୍ତି ବୋଲି ଯିହୁଦାର ଓ ବିନ୍ୟାମୀନ୍ର ବିପକ୍ଷମାନେ ଶୁଣିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ବନ୍ଦୀତ୍ୱର ସନ୍ତାନଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରୁଅଛନ୍ତି ବୋଲି ଯିହୁଦାର ଓ ବିନ୍ୟାମୀନ୍ର ବିପକ୍ଷମାନେ ଶୁଣିଲେ।