Ezra 4:11 — Compare Translations
5 translations compared side by side
Odia - 1840
"ସମାନେେ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯେଉଁ ପତ୍ର ପଠାଇଥିଲେ, ତହିଁରେ ଅନୁଲିପି ଏହି ପ୍ରକାର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯେଉଁ ପତ୍ର ପଠାଇଥିଲେ, ତହିଁର ଅନୁଲିପି ଏହି; (ଫରାତ୍) ନଦୀ ସେପାରିସ୍ଥ ଲୋକ ଆପଣଙ୍କ ଦାସମାନେ, ଇତ୍ୟାଦି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯେଉଁ ପତ୍ର ପଠାଇଥିଲେ, ତହିଁରେ ଅନୁଲିପି ଏହି ପ୍ରକାର ଥିଲା। ଫରାତ୍ ନଦୀ ସେପାରିସ୍ଥ ଲୋକ ଆପଣଙ୍କ ଦାସମାନେ ଇତ୍ୟାଦି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯେଉଁ ପତ୍ର ପଠାଇଥିଲେ, ତହିଁର ପ୍ରତିଲିପି ଏହି; “(ଫରାତ୍) ନଦୀ ସେପାରିସ୍ଥ ଲୋକ, ଆପଣଙ୍କ ଦାସମାନଙ୍କଠାରୁ,
Odia IRV 2017 (ଓଡିଆ ବାଇବେଲ)
ସେମାନେ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯେଉଁ ପତ୍ର ପଠାଇଥିଲେ, ତହିଁର ପ୍ରତିଲିପି ଏହି; “(ଫରାତ୍) ନଦୀ ସେପାରିସ୍ଥ ଲୋକ, ଆପଣଙ୍କ ଦାସମାନଙ୍କଠାରୁ,