Ezra 4:12 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ରାଜାଙ୍କୁ କହିବାକୁ ଗ୍ଭହୁଁ ଯେ, ଯେଉଁ ୟିହୁଦୀଯ ଲୋକମାନଙ୍କୁ ଆପଣ ପଠାଇ ଥିଲେ ସମାନେେ ୟିରୁଶାଲମକୁ ଆମ୍ଭମାନଙ୍କ ପାଖକୁ ଆସିଛନ୍ତି। ସମାନେେ ସହେି ବିଦ୍ରୋହୀ ଏବଂ ଦୁଷ୍ଟନଗର ନିର୍ମାଣ କରୁଛନ୍ତି। ସମାନେେ ପ୍ରାଚୀର ପୁନଃନିର୍ମାଣ ସମାପ୍ତ କରି ଭିତ୍ତିମୂଳର ମରାମତି କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆପଣଙ୍କ ନିକଟରୁ ଆଗତ ଯିହୁଦୀୟ ଲୋକମାନେ ଯିରୂଶାଲମକୁ ଆମ୍ଭମାନଙ୍କ କତିକି ଆସିଅଛନ୍ତି; ସେମାନେ ସେହି ବିଦ୍ରୋହୀ ଦୁଷ୍ଟ ନଗର ନିର୍ମାଣ କରୁଅଛନ୍ତି ଓ ପ୍ରାଚୀର ସମାପ୍ତ କରି ଭିତ୍ତିମୂଳର ଜୀର୍ଣ୍ଣସଂସ୍କାର କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ରାଜାଙ୍କୁ କହିବାକୁ ଗ୍ଭହୁଁ ଯେ, ଯେଉଁ ଯିହୁଦୀୟ ଲୋକମାନଙ୍କୁ ଆପଣ ପଠାଇ ଥିଲେ ସେମାନେ ଯିରୁଶାଲମକୁ ଆମ୍ଭମାନଙ୍କ ପାଖକୁ ଆସିଛନ୍ତି। ସେମାନେ ସେହି ବିଦ୍ରୋହୀ ଏବଂ ଦୁଷ୍ଟନଗର ନିର୍ମାଣ କରୁଛନ୍ତି। ସେମାନେ ପ୍ରାଚୀର ପୁନଃନିର୍ମାଣ ସମାପ୍ତ କରି ଭିତ୍ତିମୂଳର ମରାମତି କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆପଣଙ୍କ ନିକଟରୁ ଆଗତ ଯିହୁଦୀୟ ଲୋକମାନେ ଯିରୂଶାଲମକୁ ଆମ୍ଭମାନଙ୍କ ନିକଟକୁ ଆସିଅଛନ୍ତି; ସେମାନେ ସେହି ବିଦ୍ରୋହୀ ଦୁଷ୍ଟ ନଗର ନିର୍ମାଣ କରୁଅଛନ୍ତି ଓ ପ୍ରାଚୀର ସମାପ୍ତ କରି ଭିତ୍ତିମୂଳର ଜୀର୍ଣ୍ଣସଂସ୍କାର କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ‘ଆପଣଙ୍କ ନିକଟରୁ ଆଗତ ଯିହୁଦୀୟ ଲୋକମାନେ ଯିରୂଶାଲମକୁ ଆମ୍ଭମାନଙ୍କ ନିକଟକୁ ଆସିଅଛନ୍ତି; ସେମାନେ ସେହି ବିଦ୍ରୋହୀ ଦୁଷ୍ଟ ନଗର ନିର୍ମାଣ କରୁଅଛନ୍ତି ଓ ପ୍ରାଚୀର ସମାପ୍ତ କରି ଭିତ୍ତିମୂଳର ଜୀର୍ଣ୍ଣସଂସ୍କାର କରିଅଛନ୍ତି।’