Ezra 4:13 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ରାଜାଙ୍କୁ କହିବା ପାଇଁ ଗ୍ଭହୁଁ ଯେ, ଯେତବେେଳେ ଏହି ନଗର ନିର୍ମିତ ଓ ପ୍ରାଚୀର କାର୍ୟ୍ଯ ସମାପ୍ତ ହବେ, ସେତବେେଳେ ସହେି ଲୋକମାନେ କର, ରାଜସ୍ବ ବା ମାଶୁଲ ଦବେେ ନାହିଁ। ପୁଣି ଶଷେ ରେ ତାହା ରାଜାଙ୍କ ପାଇଁ କ୍ଷତିକାରକ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଯେବେ ଏହି ନଗର ନିର୍ମିତ ଓ ପ୍ରାଚୀର-କାର୍ଯ୍ୟ ସମାପ୍ତ ହେବ, ତେବେ ସେହି ଲୋକମାନେ କର, ରାଜସ୍ଵ ବା ମାଶୁଲ ଦେବେ ନାହିଁ, ପୁଣି ଶେଷରେ ତାହା ରାଜଗଣର କ୍ଷତିକର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ରାଜାଙ୍କୁ କହିବା ପାଇଁ ଗ୍ଭହୁଁ ଯେ, ଯେତେବେଳେ ଏହି ନଗର ନିର୍ମିତ ଓ ପ୍ରାଚୀର କାର୍ଯ୍ୟ ସମାପ୍ତ ହେବ, ସେତେବେଳେ ସେହି ଲୋକମାନେ କର, ରାଜସ୍ୱ ବା ମାଶୁଲ ଦେବେ ନାହିଁ। ପୁଣି ଶେଷରେ ତାହା ରାଜାଙ୍କ ପାଇଁ କ୍ଷତିକାରକ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଯେବେ ଏହି ନଗର ନିର୍ମିତ ଓ ପ୍ରାଚୀର କାର୍ଯ୍ୟ ସମାପ୍ତ ହେବ, ତେବେ ସେହି ଲୋକମାନେ କର, ରାଜସ୍ୱ ବା ଶୁଳ୍କ ଦେବେ ନାହିଁ, ପୁଣି ଶେଷରେ ତାହା ରାଜାଗଣର କ୍ଷତିକର ହେବ।
Odia IRV 2017 (ଓଡିଆ ବାଇବେଲ)
ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ‘ଯେବେ ଏହି ନଗର ନିର୍ମିତ ଓ ପ୍ରାଚୀର କାର୍ଯ୍ୟ ସମାପ୍ତ ହେବ, ତେବେ ସେହି ଲୋକମାନେ କର, ରାଜସ୍ୱ ବା ଶୁଳ୍କ ଦେବେ ନାହିଁ, ପୁଣି ଶେଷରେ ତାହା ରାଜାଗଣର କ୍ଷତିକର ହେବ।