Ezra 4:14 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ରାଜାଙ୍କ ନିକଟରେ ଅନୁରକ୍ତ ହବୋକୁ ଚୁକ୍ତି କରିଅଛୁ ଓ ମହାରାଜାଙ୍କର ଅପମାନ ଦେଖିବା ଆମ୍ଭମାନଙ୍କର ଉଚିତ ନୁହେଁ। ତେଣୁ ଆମ୍ଭମାନେେ ଲୋକ ପଠାଇ ମହାରାଜାଙ୍କୁ ଏହା ଜଣାଇଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ରାଜଗୃହର ଲବଣ ଖାଉ ଓ ମହାରାଜଙ୍କର ଅପମାନ ଦେଖିବା ଆମ୍ଭମାନଙ୍କର ଉଚିତ ନୁହେଁ, ଏହେତୁ ଲୋକ ପଠାଇ ମହାରାଜଙ୍କୁ ଏହା ଜଣାଇଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ରାଜାଙ୍କ ନିକଟରେ ଅନୁରକ୍ତ ହେବାକୁ ଚୁକ୍ତି କରିଅଛୁ ଓ ମହାରାଜାଙ୍କର ଅପମାନ ଦେଖିବା ଆମ୍ଭମାନଙ୍କର ଉଚିତ୍ ନୁହେଁ। ତେଣୁ ଆମ୍ଭେମାନେ ଲୋକ ପଠାଇ ମହାରାଜାଙ୍କୁ ଏହା ଜଣାଇଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ରାଜଗୃହର ଲବଣ ଖାଉ ଓ ମହାରାଜଙ୍କର ଅପମାନ ଦେଖିବା ଆମ୍ଭମାନଙ୍କର ଉଚିତ ନୁହେଁ, ଏହେତୁ ଲୋକ ପଠାଇ ମହାରାଜଙ୍କୁ ଏହା ଜଣାଇଲୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ରାଜଗୃହର ଲବଣ ଖାଉ ଓ ମହାରାଜଙ୍କର ଅପମାନ ଦେଖିବା ଆମ୍ଭମାନଙ୍କର ଉଚିତ୍ ନୁହେଁ, ଏହେତୁ ଲୋକ ପଠାଇ ମହାରାଜଙ୍କୁ ଏହା ଜଣାଇଲୁ।