Ezra 4:15 — Compare Translations
5 translations compared side by side
Odia - 1840
"ଆପଣଙ୍କ ପିତୃପୁରୁଷଗଣର ଇତିହାସ ପୁସ୍ତକ ଅନୁସନ୍ଧାନ କରାଯାଉ। ତବେେ ସହେି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ ଏହି ନଗର ବିଦ୍ରୋହୀନଗର, ଆଉ ରାଜଗଣ ଓ ପ୍ରଦେଶ ସମୂହ ପ୍ରତି ଅନିଷ୍ଟ କରିଛନ୍ତି, ପୁଣି ସମାନେେ ପୂର୍ବକାଳ ରେ ତହିଁ ମଧିଅରେ ଗଣ୍ତଗୋଳ ମତାଇ ଅଛନ୍ତି। ସେଥିପାଇଁ ଏହି ନଗର ଧ୍ବଂସ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣଙ୍କ ପିତୃପୁରୁଷଗଣର ଇତିହାସ-ପୁସ୍ତକ ଅନୁସନ୍ଧାନ କରାଯାଉ; ତେବେ ସେହି ଇତିହାସ-ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ, ଏହି ନଗର ବିଦ୍ରୋହୀ ନଗର, ଆଉ ରାଜଗଣ ଓ ପ୍ରଦେଶସମୂହ ପ୍ରତି ଅନିଷ୍ଟକର, ପୁଣି ସେମାନେ ପୂର୍ବ କାଳରେ ତହିଁ ମଧ୍ୟରେ ଗଣ୍ତଗୋଳ ଘଟାଇଅଛନ୍ତି । ତହିଁ ସକାଶୁ ଏହି ନଗର ବିନଷ୍ଟ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆପଣଙ୍କ ପିତୃପୁରୁଷଗଣର ଇତିହାସ ପୁସ୍ତକ ଅନୁସନ୍ଧାନ କରାଯାଉ। ତେବେ ସେହି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ ଏହି ନଗର ବିଦ୍ରୋହୀନଗର, ଆଉ ରାଜଗଣ ଓ ପ୍ରଦେଶ ସମୂହ ପ୍ରତି ଅନିଷ୍ଟ କରିଛନ୍ତି, ପୁଣି ସେମାନେ ପୂର୍ବକାଳରେ ତହିଁ ମଧ୍ୟରେ ଗଣ୍ତଗୋଳ ମତାଇ ଅଛନ୍ତି। ସେଥିପାଇଁ ଏହି ନଗର ଧ୍ୱଂସ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣଙ୍କ ପୂର୍ବପୁରୁଷଗଣର ଇତିହାସ-ପୁସ୍ତକ ଅନୁସନ୍ଧାନ କରାଯାଉ; ତେବେ ସେହି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ, ଏହି ନଗର ବିଦ୍ରୋହୀ ନଗର, ଆଉ ରାଜାଗଣ ଓ ପ୍ରଦେଶସମୂହ ପ୍ରତି ଅନିଷ୍ଟକର, ପୁଣି ସେମାନେ ପୂର୍ବକାଳରେ ତହିଁ ମଧ୍ୟରେ ଗଣ୍ଡଗୋଳ ଘଟାଇଅଛନ୍ତି। ତହିଁ ସକାଶୁ ଏହି ନଗର ବିନଷ୍ଟ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଆପଣଙ୍କ ପୂର୍ବପୁରୁଷଗଣର ଇତିହାସ ପୁସ୍ତକ ଅନୁସନ୍ଧାନ କରାଯାଉ; ତେବେ ସେହି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ, ଏହି ନଗର ବିଦ୍ରୋହୀ ନଗର, ଆଉ ରାଜାଗଣ ଓ ପ୍ରଦେଶସମୂହ ପ୍ରତି ଅନିଷ୍ଟକର, ପୁଣି ସେମାନେ ପୂର୍ବ କାଳରେ ତହିଁ ମଧ୍ୟରେ ଗଣ୍ଡଗୋଳ ଘଟାଇଅଛନ୍ତି। ତହିଁ ସକାଶୁ ଏହି ନଗର ବିନଷ୍ଟ ହୋଇଅଛି।’