Ezra 4:16 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ମହାରାଜଙ୍କୁ ଜଣାଉଅଛୁ ଯେ, ଏହି ନଗର ନିର୍ମିତ ଓ ଏହି ପ୍ରାଚୀର ସମାପ୍ତ ହେଲା, ତଦ୍ବାରା ନଦୀ ସପୋର ରେ ଆପଣଙ୍କର କୌଣସି ଅଂଶ ରହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ମହାରାଜଙ୍କୁ ଜଣାଉଅଛୁ ଯେ, ଏହି ନଗର ନିର୍ମିତ ଓ ଏହି ପ୍ରାଚୀର-କାର୍ଯ୍ୟ ସମାପ୍ତ ହେଲେ, ତଦ୍ଦ୍ଵାରା ନଦୀ ସେପାରିରେ ଆପଣଙ୍କର କୌଣସି ଅଂଶ ରହିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ମହାରାଜଙ୍କୁ ଜଣାଉଅଛୁ ଯେ, ଯଦି ଏହି ନଗର ନିର୍ମିତ ଓ ଏହି ପ୍ରାଚୀର ସମାପ୍ତ ହେଲେ, ତଦ୍ଦ୍ୱାରା ନଦୀ ସେପାରିରେ ଆପଣଙ୍କର କୌଣସି ଅଂଶ ରହିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ମହାରାଜଙ୍କୁ ଜଣାଉଅଛୁ ଯେ, ଏହି ନଗର ନିର୍ମିତ ଓ ଏହି ପ୍ରାଚୀର କାର୍ଯ୍ୟ ସମାପ୍ତ ହେଲେ, ତଦ୍ଦ୍ୱାରା ନଦୀ ସେପାରିରେ ଆପଣଙ୍କର କୌଣସି ଅଂଶ ରହିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ମହାରାଜଙ୍କୁ ଜଣାଉଅଛୁ ଯେ, ‘ଏହି ନଗର ନିର୍ମିତ ଓ ଏହି ପ୍ରାଚୀର-କାର୍ଯ୍ୟ ସମାପ୍ତ ହେଲେ, ତଦ୍ଦ୍ୱାରା ନଦୀ ସେପାରିରେ ଆପଣଙ୍କର କୌଣସି ଅଂଶ ରହିବ ନାହିଁ।’”