Ezra 4:17 — Compare Translations

5 translations compared side by side

Odia - 1840
"ଏଥି ରେ ରାଜା ମନ୍ତ୍ରି ରହୂମର ଓ ଲେଖକ ଶିମ୍ଶଯର ଓ ସମାନଙ୍କେ ଶମରିଯା ନିବାସୀ ଅନ୍ୟ ସଙ୍ଗୀମାନଙ୍କର ଆଉ ନଦୀ ସପୋରିସ୍ଥ ଦେଶୀଯ ଅନ୍ଯାନ୍ଯ ଲୋକଙ୍କର ନିକଟକୁ ଉତ୍ତର ପଠାଇଲା। ଯଥା, ତୁମ୍ଭମାନଙ୍କର ମଙ୍ଗଳ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା ମନ୍ତ୍ରୀ ରହୂମର ଓ ଲେଖକ ଶିମ୍ଶୟର ଓ ସେମାନଙ୍କ ଶମରୀୟା ନିବାସୀ ଅନ୍ୟ ସଙ୍ଗୀମାନଙ୍କର, ଆଉ ନଦୀ ସେପାରିସ୍ଥ ଦେଶୀୟ ଅନ୍ୟାନ୍ୟ ଲୋକଙ୍କର ନିକଟକୁ ଉତ୍ତର ପଠାଇଲା, ଯଥା, ତୁମ୍ଭମାନଙ୍କର ମଙ୍ଗଳ ହେଉ, ଇତ୍ୟାଦି ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ରାଜା ମନ୍ତ୍ରି ରହୂମର ଓ ଲେଖକ ଶି‌‌‌‌‌‌ମ୍‌‌‌‌‌‌ଶୟର ଓ ସେମାନଙ୍କ ଶମରିୟା ନିବାସୀ ଅନ୍ୟ ସଙ୍ଗୀମାନଙ୍କର ଆଉ ନଦୀ ସେପାରିସ୍ଥ ଦେଶୀୟ ଅନ୍ୟାନ୍ୟ ଲୋକଙ୍କର ନିକଟକୁ ଉତ୍ତର ପଠାଇଲା। ଯଥା, ତୁମ୍ଭମାନଙ୍କର ମଙ୍ଗଳ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜା ମନ୍ତ୍ରୀ ରହୂମ୍‍ ଓ କାର୍ଯ୍ୟାଧ୍ୟକ୍ଷ ଶିମ୍‍ଶୟ ଓ ସେମାନଙ୍କ ଶମରୀୟା-ନିବାସୀ ଅନ୍ୟ ସଙ୍ଗୀମାନଙ୍କର, ଆଉ ନଦୀ ସେପାରିସ୍ଥ ଦେଶୀୟ ଅନ୍ୟାନ୍ୟ ଲୋକଙ୍କର ନିକଟକୁ ଉତ୍ତର ପଠାଇଲା, ଯଥା, “ତୁମ୍ଭମାନଙ୍କର ମଙ୍ଗଳ ହେଉ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜା ମନ୍ତ୍ରୀ ରହୂମ ଓ କାର୍ଯ୍ୟାଧ୍ୟକ୍ଷ ଶିମ୍‍ଶୟ ଓ ସେମାନଙ୍କ ଶମରୀୟା ନିବାସୀ ଅନ୍ୟ ସଙ୍ଗୀମାନଙ୍କର, ଆଉ ନଦୀ ସେପାରିସ୍ଥ ଦେଶୀୟ ଅନ୍ୟାନ୍ୟ ଲୋକଙ୍କର ନିକଟକୁ ଉତ୍ତର ପଠାଇଲା, ଯଥା, “ତୁମ୍ଭମାନଙ୍କର ମଙ୍ଗଳ ହେଉ।