Ezra 4:18 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଆମ୍ଭମାନଙ୍କ ନିକଟକୁ ଯେଉଁ ପତ୍ର ପଠାଇ ଅଛ ତାହା ଆମ୍ଭ ସାକ୍ଷାତ ରେ ସ୍ପଷ୍ଟରୂପେ ପାଠ କରାୟାଇ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆମ୍ଭମାନଙ୍କ ନିକଟକୁ ଯେଉଁ ପତ୍ର ପଠାଇଅଛ, ତାହା ଆମ୍ଭ ସାକ୍ଷାତରେ ସ୍ପଷ୍ଟ ରୂପେ ପାଠ କରା ଯାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆମ୍ଭମାନଙ୍କ ନିକଟକୁ ଯେଉଁ ପତ୍ର ପଠାଇ ଅଛ ତାହା ଆମ୍ଭ ସାକ୍ଷାତରେ ସ୍ପଷ୍ଟରୂପେ ପାଠ କରାଯାଇ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆମ୍ଭମାନଙ୍କ ନିକଟକୁ ଯେଉଁ ପତ୍ର ପଠାଇଅଛ, ତାହା ଆମ୍ଭ ସାକ୍ଷାତରେ ସ୍ପଷ୍ଟରୂପେ ପାଠ କରାଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆମ୍ଭମାନଙ୍କ ନିକଟକୁ ଯେଉଁ ପତ୍ର ପଠାଇଅଛ, ତାହା ଆମ୍ଭ ସାକ୍ଷାତରେ ସ୍ପଷ୍ଟ ରୂପେ ପାଠ କରା ଯାଇଅଛି।