Ezra 4:19 — Compare Translations
5 translations compared side by side
Odia - 1840
"ପୁଣି ଆମ୍ଭ ଆଜ୍ଞା ରେ ଅନୁସନ୍ଧାନ କରାଯାନ୍ତେ ଦଖାୟୋଇଅଛି, ଯେ ପୂର୍ବକାଳ ରେ ଏହି ନଗର ରାଜଗଣ ବିରୁଦ୍ଧ ରେ ବିଦ୍ରୋହ କରିଅଛି ଓ ତହିଁ ମଧିଅରେ ରାଜଦ୍ରୋହ ଓ ଗଣ୍ତଗୋଳ କରାୟାଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭ ଆଜ୍ଞାରେ ଅନୁସନ୍ଧାନ କରାଯାʼନ୍ତେ, ଦେଖା ଯାଇଅଛି ଯେ, ପୂର୍ବକାଳରେ ଏହି ନଗର ରାଜଗଣ ବିରୁଦ୍ଧରେ ଦ୍ରୋହ କରିଅଛି ଓ ତହିଁ ମଧ୍ୟରେ ରାଜଦ୍ରୋହ ଓ ଗଣ୍ତଗୋଳ କରା ଯାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭ ଆଜ୍ଞାରେ ଅନୁସନ୍ଧାନ କରାଯା’ନ୍ତେ ଦେଖାଯାଇଅଛି ଯେ, ପୂର୍ବକାଳରେ ଏହି ନଗର ରାଜଗଣ ବିରୁଦ୍ଧରେ ବିଦ୍ରୋହ କରିଅଛି ଓ ତହିଁ ମଧ୍ୟରେ ରାଜଦ୍ରୋହ ଓ ଗଣ୍ତଗୋଳ କରାଯାଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭ ଆଜ୍ଞାରେ ଅନୁସନ୍ଧାନ କରାଯାଆନ୍ତେ, ଦେଖାଯାଇଅଛି ଯେ, ପୂର୍ବକାଳରେ ଏହି ନଗର ରାଜାଗଣ ବିରୁଦ୍ଧରେ ଦ୍ରୋହ କରିଅଛି ଓ ତହିଁ ମଧ୍ୟରେ ରାଜଦ୍ରୋହ ଓ ଗଣ୍ଡଗୋଳ କରାଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭ ଆଜ୍ଞାରେ ଅନୁସନ୍ଧାନ କରାଯାଆନ୍ତେ, ଦେଖା ଯାଇଅଛି ଯେ, ପୂର୍ବକାଳରେ ଏହି ନଗର ରାଜାଗଣ ବିରୁଦ୍ଧରେ ଦ୍ରୋହ କରିଅଛି ଓ ତହିଁ ମଧ୍ୟରେ ରାଜଦ୍ରୋହ ଓ ଗଣ୍ଡଗୋଳ କରା ଯାଇଅଛି।