Ezra 4:2 — Compare Translations

4 translations compared side by side

Odia - 1840
"ଆମ୍ଭମାନେେ ତୁମ୍ଭମାନଙ୍କର ପରମେଶ୍ବରଙ୍କୁ ପ୍ରାର୍ଥନା କରୁ। ଏବଂ ସହେି ସମୟରୁ ଅଶୂରୀଯ ରାଜା ଏସର-ହଦ୍ଦୋନ୍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଛନ୍ତି, ଆମ୍ଭମାନେେ ତାଙ୍କୁ ବଳିଦାନ କରୁଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେମାନେ ସରୁବ୍ବାବିଲ ଓ ପିତୃବଂଶ-ପ୍ରଧାନବର୍ଗଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, ଆମ୍ଭେମାନେ ତୁମ୍ଭମାନଙ୍କ ସଙ୍ଗେ ନିର୍ମାଣ କରୁ; କାରଣ ଯେପରି ତୁମ୍ଭେମାନେ, ସେପରି ଆମ୍ଭେମାନେ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରୁଅଛୁ; ଆଉ, ଅଶୂରୀୟ ରାଜା ଏସରହଦ୍ଦୋନ୍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି, ତାହାର ସମୟଠାରୁ ଆମ୍ଭେମାନେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁଅଛୁ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେମାନେ ଯିରୁବ୍ବାବିଲ୍‍ ଓ ପିତୃବଂଶ ପ୍ରଧାନବର୍ଗଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କ ସଙ୍ଗେ ନିର୍ମାଣ କରୁ; କାରଣ ଯେପରି ତୁମ୍ଭେମାନେ, ସେପରି ଆମ୍ଭେମାନେ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରୁଅଛୁ; ଆଉ, ଅଶୂରୀୟ ରାଜା ଏସର୍‍ହଦ୍ଦୋନ୍‍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି, ତାହାର ସମୟଠାରୁ ଆମ୍ଭେମାନେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁଅଛୁ।”
Odia IRV 2017 (ଓଡିଆ ବାଇବେଲ)