Ezra 4:21 — Compare Translations
5 translations compared side by side
Odia - 1840
"ଏଣୁ ଆମ୍ଭଠାରୁ ଆଜ୍ଞା ପ୍ରଗ୍ଭରିତ ନୋହିବା ପର୍ୟ୍ଯନ୍ତ ସେ ନଗର ରେ ଯେପରି ନିର୍ମିତ ନୋହିବ ଏଥିପାଇଁ ସହେି ଲୋକମାନଙ୍କୁ ଆଜ୍ଞା କର, ସମାନେେ କାର୍ୟ୍ଯରୁ ନିବୃତ୍ତ ହାଇବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଆମ୍ଭଠାରୁ ଆଜ୍ଞା ପ୍ରଚାରିତ ନୋହିବା ପର୍ଯ୍ୟନ୍ତ ସେହି ନଗର ଯେପରି ନିର୍ମିତ ନୋହିବ, ଏଥିପାଇଁ ଏବେ ତୁମ୍ଭେମାନେ ସେହି ଲୋକମାନଙ୍କୁ କର୍ମରୁ ନିବୃତ୍ତ ହେବାକୁ ଆଜ୍ଞା କର ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଆମ୍ଭଠାରୁ ଆଜ୍ଞା ପ୍ରଗ୍ଭରିତ ନୋହିବା ପର୍ଯ୍ୟନ୍ତ ସେ ନଗରର ଯେପରି ନିର୍ମିତ ନୋହିବ ଏଥିପାଇଁ ସେହି ଲୋକମାନଙ୍କୁ ଆଜ୍ଞା କର, ସେମାନେ କାର୍ଯ୍ୟରୁ ନିବୃତ୍ତ ହୋଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଆମ୍ଭଠାରୁ ଆଜ୍ଞା ପ୍ରଚାରିତ ନ ହେବା ପର୍ଯ୍ୟନ୍ତ ସେହି ନଗର ଯେପରି ନିର୍ମିତ ନ ହେବ, ଏଥିପାଇଁ ଏବେ ତୁମ୍ଭେମାନେ ସେହି ଲୋକମାନଙ୍କୁ କର୍ମରୁ ନିବୃତ୍ତ ହେବାକୁ ଆଜ୍ଞା କର।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଆମ୍ଭଠାରୁ ଆଜ୍ଞା ପ୍ରଚାରିତ ନ ହେବା ପର୍ଯ୍ୟନ୍ତ ସେହି ନଗର ଯେପରି ନିର୍ମିତ ନ ହେବ, ଏଥିପାଇଁ ଏବେ ତୁମ୍ଭେମାନେ ସେହି ଲୋକମାନଙ୍କୁ କର୍ମରୁ ନିବୃତ୍ତ ହେବାକୁ ଆଜ୍ଞା କର।