Ezra 4:22 — Compare Translations

5 translations compared side by side

Odia - 1840
"ସାବଧାନ୍, ତୁମ୍ଭମାନେେ ଏ ବିଷଯ ରେ ହଳୋ କରନାହିଁ। ରାଜାମାନଙ୍କ କ୍ଷତି ନିମନ୍ତେ କାହିଁକି ଅନିଷ୍ଟ ବୃଦ୍ଧି ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସାବଧାନ, ଏବିଷୟରେ ତୁମ୍ଭେମାନେ ହେଳା ନ କର; ରାଜାମାନଙ୍କ କ୍ଷତି ନିମନ୍ତେ କାହିଁକି ଅନିଷ୍ଟ ବୃଦ୍ଧି ପାଇବ?
Odia Bible ERV 2004 (ପବିତ୍ର ବାଇବଲ)
ସାବଧାନ୍, ତୁମ୍ଭେମାନେ ଏ ବିଷୟରେ ହେଳା କର ନାହିଁ। ରାଜାମାନଙ୍କ କ୍ଷତି ନିମନ୍ତେ କାହିଁକି ଅନିଷ୍ଟ ବୃଦ୍ଧି ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସାବଧାନ, ଏହି ବିଷୟରେ ତୁମ୍ଭେମାନେ ହେଳା ନ କର; ରାଜାମାନଙ୍କ କ୍ଷତି ନିମନ୍ତେ କାହିଁକି ଅନିଷ୍ଟ ବୃଦ୍ଧି ପାଇବ?”
Odia IRV 2017 (ଓଡିଆ ବାଇବେଲ)
ପୁଣି ସାବଧାନ, ଏବିଷୟରେ ତୁମ୍ଭେମାନେ ହେଳା ନ କର; ରାଜାମାନଙ୍କ କ୍ଷତି ନିମନ୍ତେ କାହିଁକି ଅନିଷ୍ଟ ବୃଦ୍ଧି ପାଇବ?”