Ezra 4:23 — Compare Translations
5 translations compared side by side
Odia - 1840
"ତହିଁରେ ରହୂମର ଓ ଲେଖକ ଶିମ୍ଶଯର ଓ ସମାନଙ୍କେ ସଙ୍ଗୀମାନଙ୍କ ନିକଟରେ ଅଭିକ୍ଷସ୍ତ ରାଜାର ପୁତ୍ରର ଅନୁଲିପି ପଢାୟା'ନ୍ତେ ସମାନେେ ଶୀଘ୍ର ୟିରୁଶାଲମକୁ ୟିହୁଦୀଯମାନଙ୍କ ନିକଟକୁ ୟାଇ ବଳ ଓ କ୍ଷମତାଦ୍ବାରା ସମାନଙ୍କେୁ କାର୍ୟ୍ଯରୁ ନିବୃତ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରହୂମର ଓ ଲେଖକ ଶିମ୍ଶୟର ଓ ସେମାନଙ୍କ ସଙ୍ଗୀ ଲୋକଙ୍କ ନିକଟରେ ଅର୍ତ୍ତକ୍ଷସ୍ତ ରାଜାର ପତ୍ରର ଅନୁଲିପି ପଢ଼ାଯାʼନ୍ତେ, ସେମାନେ ଶୀଘ୍ର ଯିରୂଶାଲମକୁ ଯିହୁଦୀୟମାନଙ୍କ ନିକଟକୁ ଯାଇ ବଳ ଓ କ୍ଷମତା ଦ୍ଵାରା ସେମାନଙ୍କୁ କର୍ମରୁ ନିବୃତ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ରହୂମର ଓ ଲେଖକ ଶିମ୍ଶୟର ଓ ସେମାନଙ୍କ ସଙ୍ଗୀମାନଙ୍କ ନିକଟରେ ଅର୍ତ୍ତକ୍ଷସ୍ତ ରାଜାର ପତ୍ରର ଅନୁଲିପି ପଢ଼ାଯା’ନ୍ତେ ସେମାନେ ଶୀଘ୍ର ଯିରୁଶାଲମକୁ ଯିହୁଦୀୟମାନଙ୍କ ନିକଟକୁ ଯାଇ ବଳ ଓ କ୍ଷମତାଦ୍ୱାରା ସେମାନଙ୍କୁ କାର୍ଯ୍ୟରୁ ନିବୃତ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରହୂମ୍ ଓ କାର୍ଯ୍ୟାଧ୍ୟକ୍ଷ ଶିମ୍ଶୟ ଓ ସେମାନଙ୍କ ସଙ୍ଗୀ ଲୋକଙ୍କ ନିକଟରେ ଅର୍ତ୍ତକ୍ଷସ୍ତ ରାଜାର ପତ୍ରର ପ୍ରତିଲିପି ପଢ଼ାଯାଆନ୍ତେ, ସେମାନେ ଶୀଘ୍ର ଯିରୂଶାଲମକୁ ଯିହୁଦୀୟମାନଙ୍କ ନିକଟକୁ ଯାଇ ବଳ ଓ କ୍ଷମତା ଦ୍ୱାରା ସେମାନଙ୍କୁ କର୍ମରୁ ନିବୃତ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରହୂମ ଓ କାର୍ଯ୍ୟାଧ୍ୟକ୍ଷ ଶିମ୍ଶୟ ଓ ସେମାନଙ୍କ ସଙ୍ଗୀ ଲୋକଙ୍କ ନିକଟରେ ଅର୍ତ୍ତକ୍ଷସ୍ତ ରାଜାର ପତ୍ରର ପ୍ରତିଲିପି ପଢ଼ାଯାଆନ୍ତେ, ସେମାନେ ଶୀଘ୍ର ଯିରୂଶାଲମକୁ ଯିହୁଦୀୟମାନଙ୍କ ନିକଟକୁ ଯାଇ ବଳ ଓ କ୍ଷମତା ଦ୍ୱାରା ସେମାନଙ୍କୁ କର୍ମରୁ ନିବୃତ୍ତ କଲେ।