Ezra 4:24 — Compare Translations
5 translations compared side by side
Odia - 1840
"ତେଣୁ ୟିରୁଶାଲମ ରେ ପରମେଶ୍ବରଙ୍କ ମନ୍ଦିରକାର୍ୟ୍ଯ ବନ୍ଦ ହେଲା। ପୁଣି ପାରସ୍ଯ ରାଜା ଦାରିଯାବସର ଅଧିକାରର ଦ୍ବିତୀୟ ବର୍ଷ ପର୍ୟ୍ଯନ୍ତ ତାହା ବନ୍ଦ ହାଇେ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯିରୂଶାଲମରେ ପରମେଶ୍ଵରଙ୍କ ଗୃହର କାର୍ଯ୍ୟ ବନ୍ଦ ହେଲା । ପୁଣି, ପାରସ୍ୟ-ରାଜ ଦାରୀୟାବସର ଅଧିକାରର ଦ୍ଵିତୀୟ ବର୍ଷ ପର୍ଯ୍ୟନ୍ତ ତାହା ବନ୍ଦ ହୋଇ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିର କାର୍ଯ୍ୟ ବନ୍ଦ ହେଲା ତେଣୁ ଯିରୁଶାଲମରେ ପରମେଶ୍ୱରଙ୍କ ମନ୍ଦିରକାର୍ଯ୍ୟ ବନ୍ଦ ହେଲା। ପୁଣି ପାରସ୍ୟ ରାଜା ଦାରିୟାବସର ଅଧିକାରର ଦ୍ୱିତୀୟ ବର୍ଷ ପର୍ଯ୍ୟନ୍ତ ତାହା ବନ୍ଦ ହୋଇ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯିରୂଶାଲମରେ ପରମେଶ୍ୱରଙ୍କ ଗୃହର କାର୍ଯ୍ୟ ବନ୍ଦ ହେଲା। ପୁଣି, ପାରସ୍ୟ ରାଜା ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷ ପର୍ଯ୍ୟନ୍ତ ତାହା ବନ୍ଦ ହୋଇ ରହିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯିରୂଶାଲମରେ ପରମେଶ୍ୱରଙ୍କ ଗୃହର କାର୍ଯ୍ୟ ବନ୍ଦ ହେଲା। ପୁଣି, ପାରସ୍ୟ ରାଜା ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷ ପର୍ଯ୍ୟନ୍ତ ତାହା ବନ୍ଦ ହୋଇ ରହିଲା।