Ezra 4:3 — Compare Translations
5 translations compared side by side
Odia - 1840
"ମାତ୍ର ସରୁଦ୍ଦାବିଲ ଓ ଯଶୂେଯ ଓ ଇଶ୍ରାୟେଲର ଅନ୍ୟ ପିତୃବଂଶ ପ୍ରଧାନମାନେ ସମାନଙ୍କେୁ କହିଲେ, ଆମ୍ଭମାନଙ୍କ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ମନ୍ଦିର ନିର୍ମାଣ କରିବା ବିଷଯ ରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସଂପର୍କ ନାହିଁ। ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ଯ ରାଜା କୋରସ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭମାନେେ ଆପେ ଏକତ୍ରୀତ ହାଇେ ଇଶ୍ରାୟେଲର ପରମେଶ୍ବର ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମନ୍ଦିର ନିର୍ମାଣ କରୁଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସରୁବ୍ବାବିଲ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶ-ପ୍ରଧାନମାନେ ସେମାନଙ୍କୁ କହିଲେ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟରାଜ କୋରସ୍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସରୁବ୍ବାବିଲ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶ ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମନ୍ଦିର ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ। ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନ୍ଦିର ନିର୍ମାଣ କରୁଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯିରୁବ୍ବାବିଲ୍ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶର ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।”
Odia IRV 2017 (ଓଡିଆ ବାଇବେଲ)