Ezra 4:5 — Compare Translations
5 translations compared side by side
Odia - 1840
"ସମାନଙ୍କେ ଅଭିପ୍ରାଯ ଦୁର୍ବଳ କରିବା ପାଇଁ ପାରସ୍ଯ ରାଜା କୋରସର ୟାବଜ୍ଜୀବନ ଓ ପାରସ୍ଯ ରାଜା ଦାରିଯାବସର ଅଧିକାର ପର୍ୟ୍ଯନ୍ତ ସମାନଙ୍କେ ପ୍ରତିକୂଳ ରେ ମନ୍ତ୍ରଣାକାରିମାନଙ୍କୁ ବତନେ ଦଇେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କ ଅଭିପ୍ରାୟ ବିଫଳ କରିବା ପାଇଁ ପାରସ୍ୟ-ରାଜ କୋରସ୍ର ଯାବଜ୍ଜୀବନ ଓ ପାରସ୍ୟ-ରାଜ ଦାରୀୟାବସର ଅଧିକାର ପର୍ଯ୍ୟନ୍ତ ସେମାନଙ୍କ ପ୍ରତିକୂଳରେ ମନ୍ତ୍ରଣାକାରୀମାନଙ୍କୁ ବେତନ ଦେଇ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ଅଭିପ୍ରାୟ ଦୁର୍ବଳ କରିବା ପାଇଁ ପାରସ୍ୟ ରାଜା କୋରସର ଯାବଜ୍ଜୀବନ ଓ ପାରସ୍ୟ ରାଜା ଦାରିୟାବସର ଅଧିକାର ପର୍ଯ୍ୟନ୍ତ ସେମାନଙ୍କ ପ୍ରତିକୂଳରେ ମନ୍ତ୍ରଣାକାରିମାନଙ୍କୁ ବେତନ ଦେଇ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ ଅଭିପ୍ରାୟ ବିଫଳ କରିବା ପାଇଁ ପାରସ୍ୟ ରାଜା କୋରସ୍ର ଯାବଜ୍ଜୀବନ ଓ ପାରସ୍ୟ ରାଜା ଦାରୀୟାବସଙ୍କର ଅଧିକାର ପର୍ଯ୍ୟନ୍ତ ସେମାନଙ୍କ ବିରୁଦ୍ଧରେ ମନ୍ତ୍ରଣାକାରୀମାନଙ୍କୁ ବେତନ ଦେଇ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ ଅଭିପ୍ରାୟ ବିଫଳ କରିବା ପାଇଁ ପାରସ୍ୟ ରାଜା କୋରସ୍ର ଯାବଜ୍ଜୀବନ ଓ ପାରସ୍ୟ ରାଜା ଦାରୀୟାବସଙ୍କର ଅଧିକାର ପର୍ଯ୍ୟନ୍ତ ସେମାନଙ୍କ ବିରୁଦ୍ଧରେ ମନ୍ତ୍ରଣାକାରୀମାନଙ୍କୁ ବେତନ ଦେଇ ରଖିଲେ।