Ezra 4:6 — Compare Translations
5 translations compared side by side
Odia - 1840
"ଆଉ ଅକ୍ଷଶ୍ବରେଶର ସମୟରେ ତାହାର ଅଧିକାରର ଆରମ୍ଭ ରେ ସମାନେେ ଯିହୁଦା ଓ ୟିରୁଶାଲମ ନିବାସୀମାନଙ୍କ ବୁରୁଦ୍ଧ ରେ ଏକ ଅପବାଦ ପତ୍ର ଲେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଅକ୍ଷଶ୍ଵେରଶର ସମୟରେ ତାହାର ଅଧିକାରର ଆରମ୍ଭରେ ସେମାନେ ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦପତ୍ର ଲେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଅକ୍ଷଶ୍ୱେରଶର ସମୟରେ ତାହାର ଅଧିକାରର ଆରମ୍ଭରେ ସେମାନେ ଯିହୁଦା ଓ ଯିରୁଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦ ପତ୍ର ଲେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଅକ୍ଷଶ୍ୱେରଶର ସମୟରେ ତାହାର ରାଜତ୍ଵର ଆରମ୍ଭରେ ସେମାନେ ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦପତ୍ର ଲେଖିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଅକ୍ଷଶ୍ୱେରଶର ସମୟରେ ତାହାର ରାଜତ୍ଵର ଆରମ୍ଭରେ ସେମାନେ ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦପତ୍ର ଲେଖିଲେ।