Ezra 4:7 — Compare Translations

5 translations compared side by side

Odia - 1840
"ଏହାପରେ ଅର୍ତ୍ତକ୍ଷସ୍ତର ଶାସନ ସମୟରେ ବିଶ୍ଲମ୍, ମିତ୍ରଦାତ୍, ଟାବଲେ ଓ ତାହାର ଅନ୍ୟ ସାଥିମାନେ ପାରସ୍ଯର ରାଜା ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ। ସହେି ପତ୍ର ଅରାମୀଯ ଅକ୍ଷର ରେ ଲଖାେ ୟାଇ ତାହା ଅରାମୀଯ ଭାଷା ରେ ଅନୁବାଦ କରାୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନଶ୍ଚ, ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ବିଶ୍ଳମ୍, ମିତ୍ରଦାତ୍, ଟାବେଲ ଓ ତାହାର ଅନ୍ୟ ସଙ୍ଗୀମାନେ ପାରସ୍ୟ-ରାଜ ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ; ସେହି ପତ୍ର ଅରାମୀୟ ଅକ୍ଷରରେ ଲିଖିତ ଓ ଅରାମୀୟ ଭାଷାରେ ରଚିତ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶତ୍ରୁମାନେ ଯିରୁଶାଲମର ପୁନଃନିର୍ମାଣକୁ ବିରୋଧ କରୁଛନ୍ତି ଏହା ପରେ ଅର୍ତ୍ତକ୍ଷସ୍ତର ଶାସନ ସମୟରେ ବିଶ୍ଳମ୍, ମିତ୍ରଦାତ୍, ଟାବେଲ ଓ ତାହାର ଅନ୍ୟ ସାଥୀମାନେ ପାରସ୍ୟର ରାଜା ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ। ସେହି ପତ୍ର ଅରାମୀୟ ଅକ୍ଷରରେ ଲେଖା ଯାଇ ତାହା ଅରାମୀୟ ଭାଷାରେ ଅନୁବାଦ କରାଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନଶ୍ଚ, ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ବିଶ୍ଳମ୍‍, ମିତ୍ରଦାତ, ଟାବେଲ ଓ ତାହାର ଅନ୍ୟ ସଙ୍ଗୀମାନେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ; ସେହି ପତ୍ର ଅରାମୀୟ ଅକ୍ଷରରେ ଲିଖିତ ଓ ଅରାମୀୟ ଭାଷାରେ ରଚିତ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁନଶ୍ଚ, ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ବିଶ୍ଳମ୍‍, ମିତ୍ରଦାତ, ଟାବେଲ ଓ ତାହାର ଅନ୍ୟ ସଙ୍ଗୀମାନେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ; ସେହି ପତ୍ର ଅରାମୀୟ ଅକ୍ଷରରେ ଲିଖିତ ଓ ଅରାମୀୟ ଭାଷାରେ ରଚିତ ହୋଇଥିଲା।

Recommended Reading