Ezra 4:8 — Compare Translations
5 translations compared side by side
Odia - 1840
"ରହୂମ୍ ମନ୍ତ୍ରୀ ଓ ଶିମ୍ଶଯ ଲେଖକ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ୟିରୁଶାଲମ ବିରୁଦ୍ଧ ରେ ଏହି ପ୍ରକାର ପତ୍ର ଲେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରହୂମ୍ ମନ୍ତ୍ରୀ ଓ ଶିମ୍ଶୟ ଲେଖକ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯିରୂଶାଲମ ବିରୁଦ୍ଧରେ ଏହି ପ୍ରକାର ପତ୍ର ଲେଖିଲେ;
Odia Bible ERV 2004 (ପବିତ୍ର ବାଇବଲ)
ରହୂମ୍ ମନ୍ତ୍ରୀ ଓ ଶିମ୍ଶୟ ଲେଖକ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯିରୁଶାଲମ ବିରୁଦ୍ଧରେ ଏହି ପ୍ରକାର ପତ୍ର ଲେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରହୂମ୍ ମନ୍ତ୍ରୀ ଓ ଶିମ୍ଶୟ ଲେଖକ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯିରୂଶାଲମ ବିରୁଦ୍ଧରେ ଏହି ପ୍ରକାର ପତ୍ର ଲେଖିଲେ;
Odia IRV 2017 (ଓଡିଆ ବାଇବେଲ)
ରହୂମ ମନ୍ତ୍ରୀ ଓ ଶିମ୍ଶୟ ଲେଖକ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯିରୂଶାଲମ ବିରୁଦ୍ଧରେ ଏହି ପ୍ରକାର ପତ୍ର ଲେଖିଲେ;