Ezra 4:9 — Compare Translations
5 translations compared side by side
Odia - 1840
"ରହୂମ୍ ମନ୍ତ୍ରୀ ଓ ଶିମ୍ଶଯ ଲେଖକ ଓ ସମାନଙ୍କେର ଅନ୍ୟ ସଙ୍ଗୀମାନେ ଯଥା:-ବିଗ୍ଭରକଗଣ, ସନୋପତି, ପାର୍ସୀ ଅଧିକାରୀଗଣ, ଅର୍କବୀଯମାନେ, ବାବିଲୀଯଗଣ ଏବଂ ଶୂଶରୁ ଏଲମୀଯଗଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରହୂମ୍ ମନ୍ତ୍ରୀ ଓ ଶିମ୍ଶୟ ଲେଖକ ଓ ସେମାନଙ୍କର ଅନ୍ୟ ସଙ୍ଗୀ ସମସ୍ତେ, ଅର୍ଥାତ୍, ଦୀନୀୟ ଓ ଅଫର୍ସ୍ତଖୀୟ, ଟର୍ପଲୀୟ, ଅଫର୍ସୀୟ, ଅର୍କବୀୟ, ବାବିଲୀୟ, ଶୂଶନୀୟ, ଦେହ୍ଵୀୟ, ଏଲମୀୟ ଲୋକମାନେ,
Odia Bible ERV 2004 (ପବିତ୍ର ବାଇବଲ)
ରହୂମ୍ ମନ୍ତ୍ରୀ ଓ ଶିମ୍ଶୟ ଲେଖକ ଓ ସେମାନଙ୍କର ଅନ୍ୟ ସଙ୍ଗୀମାନେ ଯଥା: ବିଗ୍ଭରକଗଣ, ସେନାପତି, ପାର୍ସୀ ଅଧିକାରୀଗଣ, ଅର୍କବୀୟମାନେ, ବାବିଲୀୟଗଣ ଏବଂ ଶୂଶରୁ ଏଲମୀୟଗଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରହୂମ୍ ମନ୍ତ୍ରୀ ଓ ଶିମ୍ଶୟ ଲେଖକ ଓ ସେମାନଙ୍କର ଅନ୍ୟ ସଙ୍ଗୀ ସମସ୍ତେ, ଅର୍ଥାତ୍, ଦୀନୀୟ ଓ ଅଫର୍ସ୍ତଖୀୟ, ଟର୍ପଲୀୟ, ଅଫର୍ସୀୟ, ଅର୍କବୀୟ, ବାବିଲୀୟ, ଶୂଶନୀୟ, ଦେହ୍ୱୀୟ, ଏଲମୀୟ ଲୋକମାନେ,
Odia IRV 2017 (ଓଡିଆ ବାଇବେଲ)
ରହୂମ ମନ୍ତ୍ରୀ ଓ ଶିମ୍ଶୟ ଲେଖକ ଓ ସେମାନଙ୍କର ଅନ୍ୟ ସଙ୍ଗୀ ସମସ୍ତେ, ଅର୍ଥାତ୍, ଦୀନୀୟ ଓ ଅଫର୍ସ୍ତଖୀୟ, ଟର୍ପଲୀୟ, ଅଫର୍ସୀୟ, ଅର୍କବୀୟ, ବାବିଲୀୟ, ଶୂଶନୀୟ, ଦେହ୍ୱୀୟ, ଏଲମୀୟ ଲୋକମାନେ,