Ezra 5:1 — Compare Translations
5 translations compared side by side
Odia - 1840
"ଏହି ସମୟରେ ଭବିଷ୍ଯଦ୍ବକ୍ତା ହାଗଯ ଓ ଇଦ୍ଦୋର ପୁତ୍ର ଜିଖରିଯ, ଏହି ଭବିଷ୍ଯଦ୍ବକ୍ତାମାନେ ଯିହୁଦା ଓ ୟିରୁଶାଲମସ୍ଥିତ ୟିହୁଦୀଯମାନଙ୍କ ନିକଟରେ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ। ସମାନେେ ପରମେଶ୍ବରଙ୍କ ନାମ ରେ ସମାନଙ୍କେ ନିକଟରେ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ହାଗୟ ଭବିଷ୍ୟଦ୍ବକ୍ତା ଓ ଇଦ୍ଦୋର ପୁତ୍ର ଜିଖରୀୟ, ଏହି ଭବିଷ୍ୟଦ୍-ବକ୍ତାମାନେ ଯିହୁଦା ଓ ଯିରୂଶାଲମସ୍ଥିତ ଯିହୁଦୀୟମାନଙ୍କ ନିକଟରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କଲେ; ସେମାନେ ଇସ୍ରାଏଲର ପରମେଶ୍ଵରଙ୍କ ନାମରେ ସେମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମୟରେ ଭବିଷ୍ୟଦ୍ବକ୍ତା ହାଗୟ ଓ ଇଦ୍ଦୋର ପୁତ୍ର ଯିଖରିୟ, ଏହି ଭବିଷ୍ୟଦ୍ବକ୍ତାମାନେ ଯିହୁଦା ଓ ଯିରୁଶାଲମସ୍ଥିତ ଯିହୁଦୀୟମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ। ସେମାନେ ପରମେଶ୍ୱରଙ୍କ ନାମରେ ସେମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ହାଗୟ ଭବିଷ୍ୟଦ୍ବକ୍ତା ଓ ଇଦ୍ଦୋର ପୁତ୍ର ଯିଖରୀୟ, ଏହି ଭବିଷ୍ୟଦ୍ବକ୍ତାମାନେ ଯିହୁଦା ଓ ଯିରୂଶାଲମସ୍ଥିତ ଯିହୁଦୀୟମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ; ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ସେମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
Odia IRV 2017 (ଓଡିଆ ବାଇବେଲ)