Ezra 5:10 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ମଧ୍ଯ ସମାନଙ୍କେର ନାମ ପଗ୍ଭରିଲୁ। ଆମ୍ଭମାନେେ ମଧ୍ଯ ସମାନଙ୍କେର ନାମ ଲେଖିବାକୁ ଗ୍ଭହିଁଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଆମ୍ଭେମାନେ ଆପଣଙ୍କ ଗୋଚରାର୍ଥେ ସେମାନଙ୍କ ପ୍ରଧାନବର୍ଗଙ୍କର ନାମ ଲେଖି ନେବାକୁ ସେମାନଙ୍କ ନାମ ପଚାରିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ମଧ୍ୟ ସେମାନଙ୍କର ନାମ ପଗ୍ଭରିଲୁ। ଆମ୍ଭେମାନେ ମଧ୍ୟ ସେମାନଙ୍କର ନାମ ଲେଖିବାକୁ ଗ୍ଭହିଁଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ଆମ୍ଭେମାନେ ଆପଣଙ୍କୁ ଜଣାଇବା ନିମନ୍ତେ ସେମାନଙ୍କ ପ୍ରଧାନବର୍ଗଙ୍କର ନାମ ଲେଖି ନେବାକୁ ସେମାନଙ୍କ ନାମ ପଚାରିଲୁ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ଆମ୍ଭେମାନେ ଆପଣଙ୍କୁ ଜଣାଇବା ନିମନ୍ତେ ସେମାନଙ୍କ ପ୍ରଧାନବର୍ଗଙ୍କର ନାମ ଲେଖି ନେବାକୁ ସେମାନଙ୍କ ନାମ ପଚାରିଲୁ।