Ezra 5:11 — Compare Translations
5 translations compared side by side
Odia - 1840
"ସମାନେେ ଏହି ଉତ୍ତର ଆମ୍ଭମାନଙ୍କୁ ଦେଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଆମ୍ଭମାନଙ୍କୁ ଏହି ଉତ୍ତର ଦେଲେ, ଆମ୍ଭେମାନେ ସ୍ଵର୍ଗ ଓ ପୃଥିବୀର ପରମେଶ୍ଵରଙ୍କ ଦାସ, ପୁଣି ଏହି ଯେଉଁ ଗୃହ ନିର୍ମାଣ କରୁଅଛୁ, ଏହା ଅନେକ ବର୍ଷ ପୂର୍ବେ ନିର୍ମିତ ହୋଇଥିଲା, ଇସ୍ରାଏଲର ଏକ ମହାରାଜ ତାହା ନିର୍ମାଣ କରି ସମାପ୍ତ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଏହି ଉତ୍ତର ଆମ୍ଭମାନଙ୍କୁ ଦେଲେ, “ଆମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ପରମେଶ୍ୱରଙ୍କ ଦାସ, ଆମ୍ଭେ ଏହି ଯେଉଁ ମନ୍ଦିର ନିର୍ମାଣ କରୁଅଛୁ, ଏହା ଅନେକ ବର୍ଷ ପୂର୍ବେ ନିର୍ମିତ ହୋଇଥିଲା। ଇସ୍ରାଏଲର ଏକ ମହାରାଜ ତାହା ନିର୍ମାଣ କରି ସମାପ୍ତ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଆମ୍ଭମାନଙ୍କୁ ଏହି ଉତ୍ତର ଦେଲେ, ଆମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ପରମେଶ୍ୱରଙ୍କ ଦାସ, ପୁଣି ଏହି ଯେଉଁ ଗୃହ ନିର୍ମାଣ କରୁଅଛୁ, ଏହା ଅନେକ ବର୍ଷ ପୂର୍ବେ ନିର୍ମିତ ହୋଇଥିଲା, ଇସ୍ରାଏଲର ଏକ ମହାରାଜ ତାହା ନିର୍ମାଣ କରି ସମାପ୍ତ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ଆମ୍ଭମାନଙ୍କୁ ଏହି ଉତ୍ତର ଦେଲେ, ‘ଆମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ପରମେଶ୍ୱରଙ୍କ ଦାସ, ପୁଣି ଏହି ଯେଉଁ ଗୃହ ନିର୍ମାଣ କରୁଅଛୁ, ଏହା ଅନେକ ବର୍ଷ ପୂର୍ବେ ନିର୍ମିତ ହୋଇଥିଲା, ଇସ୍ରାଏଲର ଏକ ମହାରାଜ ତାହା ନିର୍ମାଣ କରି ସମାପ୍ତ କରିଥିଲେ।