Ezra 5:12 — Compare Translations

5 translations compared side by side

Odia - 1840
"ମାତ୍ର ଆମ୍ଭର ପୂର୍ବପୁରୁଷଗଣ ସ୍ବର୍ଗର ପରମେଶ୍ବରଙ୍କୁ କୋର୍ଧିତ କରିଥିଲେ। ତେଣୁ ସେ ସମାନଙ୍କେୁ ବାବିଲର ରାଜା କଲଦୀଯ ନବୂଖଦ୍ନିତ୍ସର ହସ୍ତ ରେ ସମର୍ପଣ କଲେ। ତେଣୁ ସେ ଏହି ମନ୍ଦିର ବିନାଶକାରୀ ଲୋକମାନଙ୍କୁ ବାବିଲକୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭମାନଙ୍କ ପୂର୍ବପୁରୁଷଗଣ ସ୍ଵର୍ଗର ପରମେଶ୍ଵରଙ୍କୁ କୋପାନ୍ଵିତ କଲା ଉତ୍ତାରେ ସେ ସେମାନଙ୍କୁ ବାବିଲର ରାଜା କଲଦୀୟ ନବୁଖଦ୍ନିତ୍ସର ହସ୍ତରେ ସମର୍ପଣ କରନ୍ତେ, ସେ ଏହି ଗୃହ ବିନାଶ କରି ଲୋକମାନଙ୍କୁ ବାବିଲକୁ ନେଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଆମ୍ଭର ପୂର୍ବପୁରୁଷଗଣ ସ୍ୱର୍ଗର ପରମେଶ୍ୱରଙ୍କୁ କ୍ରୋଧିତ କରିଥିଲେ। ତେଣୁ ସେ ସେମାନଙ୍କୁ ବାବିଲର ରାଜା କ‌‌‌‌ଲ୍‌‌‌‌‌‌‌ଦୀୟ ନବୂଖ‌ଦ୍‌ନିତ୍ସର ହସ୍ତରେ ସମର୍ପଣ କଲେ। ତେଣୁ ସେ ଏହି ମନ୍ଦିର ବିନାଶକରି, ଲୋକମାନଙ୍କୁ ବାବିଲକୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭମାନଙ୍କ ପୂର୍ବପୁରୁଷଗଣ ସ୍ୱର୍ଗର ପରମେଶ୍ୱରଙ୍କୁ କୋପାନ୍ୱିତ କଲା ଉତ୍ତାରେ ସେ ସେମାନଙ୍କୁ ବାବିଲର ରାଜା କଲ୍‍ଦୀୟ ନବୂଖଦ୍‍ନିତ୍ସର ହସ୍ତରେ ସମର୍ପଣ କରନ୍ତେ, ସେ ଏହି ଗୃହ ବିନାଶ କରି ଲୋକମାନଙ୍କୁ ବାବିଲକୁ ନେଇଗଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭମାନଙ୍କ ପୂର୍ବପୁରୁଷଗଣ ସ୍ୱର୍ଗର ପରମେଶ୍ୱରଙ୍କୁ କୋପାନ୍ୱିତ କଲା ଉତ୍ତାରେ ସେ ସେମାନଙ୍କୁ ବାବିଲର ରାଜା କଲ୍‍ଦୀୟ ନବୂଖଦ୍‍ନିତ୍ସର ହସ୍ତରେ ସମର୍ପଣ କରନ୍ତେ, ସେ ଏହି ଗୃହ ବିନାଶ କରି ଲୋକମାନଙ୍କୁ ବାବିଲକୁ ନେଇଗଲା।