Ezra 5:13 — Compare Translations
5 translations compared side by side
Odia - 1840
"ବାବିଲର ରାଜା କୋରସଙ୍କର ଅଧିକାରର ପ୍ରଥମ ବର୍ଷ ରେ ପରମେଶ୍ବରଙ୍କ ଏହି ମନ୍ଦିର ନିର୍ମାଣ କରିବା ପାଇଁ କୋରସର ରାଜା ଆଜ୍ଞା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ବାବିଲର ରାଜା କୋରସ୍ଙ୍କ ଅଧିକାରର ପ୍ରଥମ ବର୍ଷରେ ପରମେଶ୍ଵରଙ୍କ ଏହି ଗୃହ ନିର୍ମାଣ କରିବା ପାଇଁ କୋରସ୍ ରାଜା ଆଜ୍ଞା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲର ରାଜା କୋରସଙ୍କର ଅଧିକାରର ପ୍ରଥମ ବର୍ଷରେ ପରମେଶ୍ୱରଙ୍କ ଏହି ମନ୍ଦିର ନିର୍ମାଣ କରିବା ପାଇଁ କୋରସର ରାଜା ଆଜ୍ଞା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ବାବିଲର ରାଜା କୋରସ୍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ପରମେଶ୍ୱରଙ୍କ ଏହି ଗୃହ ନିର୍ମାଣ କରିବା ପାଇଁ କୋରସ୍ ରାଜା ଆଜ୍ଞା କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ବାବିଲର ରାଜା କୋରସ୍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ପରମେଶ୍ୱରଙ୍କ ଏହି ଗୃହ ନିର୍ମାଣ କରିବା ପାଇଁ କୋରସ୍ ରାଜା ଆଜ୍ଞା କଲେ।’