Ezra 5:14 — Compare Translations

5 translations compared side by side

Odia - 1840
"ଆହୁରି ନବୂଖଦ୍ନିତ୍ସର ପରମେଶ୍ବରଙ୍କ ମନ୍ଦିରର ଯେଉଁସବୁ ସ୍ବର୍ଣ୍ଣ ଓ ରେ ୗପ୍ୟ ପାତ୍ର ୟିରୁଶାଲମସ୍ଥ ମନ୍ଦିରରୁ ନଇେ ବାବିଲସ୍ଥ ମନ୍ଦିରକୁ ଆଣିଲା, ତାହାସବୁ କରୋସ୍ ରାଜା ବାବିଲସ୍ଥ ମନ୍ଦିରରୁ ବାହାରକରି ଦେଲେ। ପୁଣି ସେସବୁ ଶେଶବସର ନାମକ ତାଙ୍କ ଦ୍ବାରା ନିୟୁକ୍ତ ଶାସନକର୍ତ୍ତା ହସ୍ତ ରେ ସମର୍ପିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ନବୁଖଦ୍ନିତ୍ସର ପରମେଶ୍ଵରଙ୍କ ଗୃହର ଯେସକଳ ସ୍ଵର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲସ୍ଥ ମନ୍ଦିରକୁ ଆଣିଥିଲା, ତାହାସବୁ କୋରସ୍ ରାଜା ବାବିଲସ୍ଥ ମନ୍ଦିରରୁ ବାହାର କରି ଦେଲେ, ପୁଣି ତାହାସବୁ ଶେଶବସର ନାମକ ତାଙ୍କ ନିଯୁକ୍ତ ଶାସନକର୍ତ୍ତା ହସ୍ତରେ ସମର୍ପିତ ହେଲା;
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ନବୂଖ‌ଦ୍‌ନିତ୍ସର ପରମେଶ୍ୱରଙ୍କ ମନ୍ଦିରର ଯେଉଁସବୁ ସ୍ୱର୍ଣ୍ଣ ଓ ରୌପ୍ୟ ପାତ୍ର ଯିରୁଶାଲମସ୍ଥ ମନ୍ଦିରରୁ ନେଇ ବାବିଲସ୍ଥ ମନ୍ଦିରକୁ ଆଣିଲା, ତାହା ସବୁ କରୋସ୍ ରାଜା ବାବିଲସ୍ଥ ମନ୍ଦିରରୁ ବାହାରକରି ଦେଲେ। ପୁଣି ସେସବୁ ଶେଶବସର ନାମକ ତାଙ୍କ ଦ୍ୱାରା ନିଯୁକ୍ତ ଶାସନକର୍ତ୍ତା ହସ୍ତରେ ସମର୍ପିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ନବୂଖଦ୍‍ନିତ୍ସର ପରମେଶ୍ୱରଙ୍କ ଗୃହର ଯେସକଳ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲସ୍ଥ ମନ୍ଦିରକୁ ଆଣିଥିଲା, ତାହାସବୁ କୋରସ୍‍ ରାଜା ବାବିଲସ୍ଥ ମନ୍ଦିରରୁ ବାହାର କରିଦେଲେ, ପୁଣି ତାହାସବୁ ଶେଶବସର ନାମକ ତାଙ୍କ ନିଯୁକ୍ତ ଶାସନକର୍ତ୍ତା ହସ୍ତରେ ସମର୍ପିତ ହେଲା;
Odia IRV 2017 (ଓଡିଆ ବାଇବେଲ)
ଆହୁରି, ନବୂଖଦ୍‍ନିତ୍ସର ପରମେଶ୍ୱରଙ୍କ ଗୃହର ଯେସକଳ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲସ୍ଥ ମନ୍ଦିରକୁ ଆଣିଥିଲା, ତାହାସବୁ କୋରସ୍‍ ରାଜା ବାବିଲସ୍ଥ ମନ୍ଦିରରୁ ବାହାର କରି ଦେଲେ, ପୁଣି ତାହାସବୁ ଶେଶବସର ନାମକ ତାଙ୍କ ନିଯୁକ୍ତ ଶାସନକର୍ତ୍ତା ହସ୍ତରେ ସମର୍ପିତ ହେଲା;