Ezra 5:15 — Compare Translations
5 translations compared side by side
Odia - 1840
"ସେ ତାହାକୁ କହିଲେ, ଏହିସବୁ ପାତ୍ର ନଇେ ୟିରୁଶାଲମସ୍ଥ ମନ୍ଦିର ରେ ରଖ ଓ ପରମେଶ୍ବରଙ୍କ ମନ୍ଦିର ସ୍ବସ୍ଥାନ ରେ ନିର୍ମିତ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ତାହାକୁ କହିଲେ, ଏହିସବୁ ପାତ୍ର ନେଇଯାଇ ଯିରୂଶାଲମସ୍ଥ ମନ୍ଦିରରେ ରଖ ଓ ପରମେଶ୍ଵରଙ୍କ ଗୃହ ସ୍ଵସ୍ଥାନରେ ନିର୍ମିତ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତାହାକୁ କହିଲେ, “ଏହିସବୁ ପାତ୍ର ନେଇ ଯିରୁଶାଲମସ୍ଥ ମନ୍ଦିରରେ ରଖ ଓ ପରମେଶ୍ୱରଙ୍କ ମନ୍ଦିର ସ୍ୱସ୍ଥାନରେ ନିର୍ମିତ ହେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ତାହାକୁ କହିଲେ, ଏହିସବୁ ପାତ୍ର ନେଇଯାଇ ଯିରୂଶାଲମସ୍ଥ ମନ୍ଦିରରେ ରଖ ଓ ପରମେଶ୍ୱରଙ୍କ ଗୃହ ସ୍ୱ ସ୍ଥାନରେ ନିର୍ମିତ ହେଉ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ତାହାକୁ କହିଲେ, ‘ଏହିସବୁ ପାତ୍ର ନେଇଯାଇ ଯିରୂଶାଲମସ୍ଥ ମନ୍ଦିରରେ ରଖ ଓ ପରମେଶ୍ୱରଙ୍କ ଗୃହ ସ୍ୱସ୍ଥାନରେ ନିର୍ମିତ ହେଉ।’