Ezra 5:16 — Compare Translations

5 translations compared side by side

Odia - 1840
"ତେଣୁ ଶେଶବସର ଆସି ୟିରୁଶାଲମ ରେ ପରମେଶ୍ବରଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ କଲା। ଆଉ ସହେି ସମଯାବଧି ବର୍ତ୍ତମାନ ପର୍ୟ୍ଯନ୍ତ ତାହା ନିର୍ମିତ ହେଉଅଛି। ତଥାପି ତାହା ସମ୍ପୂର୍ଣ୍ଣ ହାଇେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି ଶେଶବସର ଆସି ଯିରୂଶାଲମରେ ପରମେଶ୍ଵରଙ୍କ ଗୃହର ଭିତ୍ତିମୂଳ ସ୍ଥାପନ କଲା; ଆଉ, ସେହି ସମୟଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ତାହା ନିର୍ମିତ ହେଉଅଛି, ତଥାପି ତାହା ସମ୍ପୂର୍ଣ୍ଣ ହୋଇନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଶେଶବସର ଆସି ଯିରୁଶାଲମରେ ପରମେଶ୍ୱରଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ କଲା। ଆଉ ସେହି ସମୟାବଧି ବର୍ତ୍ତମାନ ପର୍ଯ୍ୟନ୍ତ ତାହା ନିର୍ମିତ ହେଉଅଛି। ତଥାପି ତାହା ସମ୍ପୂର୍ଣ୍ଣ ହୋଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ଶେଶବସର ଆସି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହର ଭିତ୍ତିମୂଳ ସ୍ଥାପନ କଲା; ଆଉ, ସେହି ସମୟଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ତାହା ନିର୍ମିତ ହେଉଅଛି, ତଥାପି ତାହା ସମ୍ପୂର୍ଣ୍ଣ ହୋଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି ଶେଶବସର ଆସି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହର ଭିତ୍ତିମୂଳ ସ୍ଥାପନ କଲା; ଆଉ, ସେହି ସମୟଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ତାହା ନିର୍ମିତ ହେଉଅଛି, ତଥାପି ତାହା ସମ୍ପୂର୍ଣ୍ଣ ହୋଇନାହିଁ।