Ezra 5:17 — Compare Translations
5 translations compared side by side
Odia - 1840
"ଏଣୁ ଯବେେ ମହାରାଜାଙ୍କୁ ଉତ୍ତମ ଦଖାୟୋଏ, ତବେେ କୋରସ ରାଜା ୟିରୁଶାଲମ ରେ ପରମେଶ୍ବରଙ୍କ ଏହି ମନ୍ଦିର ନିର୍ମାଣ କରିବାର ଆଜ୍ଞା ଦଇେଥିଲେ କି ନାହିଁ ତାହା ବାବିଲସ୍ଥ ମହାରାଜାଙ୍କ ଭଣ୍ତାର ଗୃହ ରେ ଅନୁସନ୍ଧାନ କରନ୍ତୁ। ପୁଣି ଏହି ବିଷଯ ରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ ରରଣେ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଯେବେ ମହାରାଜଙ୍କୁ ଉତ୍ତମ ଦେଖାଯାଏ, ତେବେ କୋରସ୍ ରାଜା ଯିରୂଶାଲମରେ ପରମେଶ୍ଵରଙ୍କ ଏହି ଗୃହ ନିର୍ମାଣ କରିବାର ଆଜ୍ଞା ଦେଇଥିଲେ କି ନାହିଁ, ତାହା ବାବିଲସ୍ଥ ମହାରାଜଙ୍କ ଭଣ୍ତାର-ଗୃହରେ ଅନୁସନ୍ଧାନ କରାଯାଉ, ପୁଣି ଏହି ବିଷୟରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ରେରଣ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଯେବେ ମହାରାଜାଙ୍କୁ ଉତ୍ତମ ଦେଖାଯାଏ, ତେବେ କୋରସ୍ ରାଜା ଯିରୁଶାଲମରେ ପରମେଶ୍ୱରଙ୍କ ଏହି ମନ୍ଦିର ନିର୍ମାଣ କରିବାର ଆଜ୍ଞା ଦେଇଥିଲେ କି ନାହିଁ ତାହା ବାବିଲସ୍ଥ ମହାରାଜାଙ୍କ ଭଣ୍ତାର ଗୃହରେ ଅନୁସନ୍ଧାନ କରନ୍ତୁ। ପୁଣି ଏହି ବିଷୟରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ରେରଣ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଯେବେ ମହାରାଜଙ୍କୁ ଉତ୍ତମ ଦେଖାଯାଏ, ତେବେ କୋରସ୍ ରାଜା ଯିରୂଶାଲମରେ ପରମେଶ୍ୱରଙ୍କ ଏହି ଗୃହ ନିର୍ମାଣ କରିବାର ଆଜ୍ଞା ଦେଇଥିଲେ କି ନାହିଁ, ତାହା ବାବିଲସ୍ଥ ମହାରାଜଙ୍କ ଭଣ୍ଡାର ଗୃହରେ ଅନୁସନ୍ଧାନ କରାଯାଉ, ପୁଣି ଏହି ବିଷୟରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ରେରଣ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)