Ezra 5:2 — Compare Translations
5 translations compared side by side
Odia - 1840
"ତେଣୁ ଶଲ୍ଟୀଯଲରେ ପୁତ୍ର ସରୁଦ୍ଦାବିଲ ଓ ୟୋଷାଦକର ପୁତ୍ର ଯେଶଯ ଉଠି ୟିରୁଶାଲମ ରେ ପରମେଶ୍ବରଙ୍କ ମନ୍ଦିର ନିର୍ମାଣ କରିବାକୁ ଲାଗିଲେ। ଆଉ ପରମେଶ୍ବରଙ୍କ ଭବିଷ୍ଯଦ୍ବକ୍ତାମାନେ ସମାନଙ୍କେ ସଙ୍ଗେ ରହି ସାହାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ଵରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ଵରଙ୍କ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୁଶାଲମରେ ପରମେଶ୍ୱରଙ୍କ ମନ୍ଦିର ନିର୍ମାଣ କରିବାକୁ ଲାଗିଲେ। ଆଉ ପରମେଶ୍ୱରଙ୍କ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କ ସଙ୍ଗେ ରହି ସାହାଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ୱରଙ୍କ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ୱରଙ୍କ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ।