Ezra 5:3 — Compare Translations
5 translations compared side by side
Odia - 1840
"ସହେି ସମୟରେ ତତ୍ତନଯ, ନଦୀ ସପୋରିସ୍ଥ ଦଶାେଧ୍ଯକ୍ଷ ଓ ଶଥର ବୋଷଣଯ ଓ ସମାନଙ୍କେ ସଙ୍ଗୀମାନେ ଆସି ସମାନଙ୍କେୁ ପଚାରିଲେ, ଏହି ମନ୍ଦିର ନିର୍ମାଣ କରିବାକୁ, ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଚାରିଲେ, ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଗ୍ଭରିଲେ, “ଏହି ମନ୍ଦିର ନିର୍ମାଣ କରିବାକୁ, ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଚାରିଲେ, “ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?”
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଚାରିଲେ, “ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?”