Ezra 5:4 — Compare Translations
5 translations compared side by side
Odia - 1840
"ତବେେ ଆମ୍ଭମାନେେ ସମାନଙ୍କେୁ ତଦନୁସା ରେ ଉତ୍ତର ଦଲେୁ, ସମାନେେ ପଚାରିଲେ, ଏହି ଗାନ୍ଥକମାନଙ୍କ ନାମ କ'ଣ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆମ୍ଭେମାନେ ସେମାନଙ୍କୁ ତଦନୁସାରେ ଉତ୍ତର ଦେଲୁ; ସେମାନେ ପଚାରିଲେ, ଏହି ଗାନ୍ଥକମାନଙ୍କ ନାମ କଅଣ?
Odia Bible ERV 2004 (ପବିତ୍ର ବାଇବଲ)
ତେବେ ଆମ୍ଭେମାନେ ସେମାନଙ୍କୁ ତଦନୁସାରେ ଉତ୍ତର ଦେଲୁ, “ସେମାନେ ପଗ୍ଭରିଲେ, ଏହି ଗାନ୍ଥକମାନଙ୍କ ନାମ କ’ଣ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆମ୍ଭେମାନେ ସେମାନଙ୍କୁ ତଦନୁସାରେ ଉତ୍ତର ଦେଲୁ; ସେମାନେ ପଚାରିଲେ, “ଏହି ନିର୍ମାଣକାରୀମାନଙ୍କ ନାମ କଅଣ?”
Odia IRV 2017 (ଓଡିଆ ବାଇବେଲ)
ତେବେ ଆମ୍ଭେମାନେ ସେମାନଙ୍କୁ ତଦନୁସାରେ ଉତ୍ତର ଦେଲୁ; ସେମାନେ ପଚାରିଲେ, “ଏହି ନିର୍ମାଣକାରୀମାନଙ୍କ ନାମ କଅଣ?”