Ezra 5:6 — Compare Translations

5 translations compared side by side

Odia - 1840
"ତତ୍ତନଯ ନଦୀ ସପୋରିସ୍ଥ ଦଶାେଧ୍ଯକ୍ଷ ଓ ଶଥରବୋଷଣଯ ଓ ନଦୀ ସପୋରିସ୍ଥ ତାହାର ସଙ୍ଗୀ ଅଫର୍ସଖୀଯମାନଙ୍କର ଦାରିଯାବସ ରାଜା ନିକଟକୁ ପ୍ ରରେିତ ପତ୍ରର ଅନୁଲିପି"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥରବୋଷଣୟ ଓ ନଦୀ ସେପାରିସ୍ଥ ତାହାର ସଙ୍ଗୀ ଅଫର୍ସଖୀୟମାନଙ୍କର ଦାରୀୟାବସ ରାଜା ନିକଟକୁ ପ୍ରେରିତ ପତ୍ରର ଅନୁଲିପି;
Odia Bible ERV 2004 (ପବିତ୍ର ବାଇବଲ)
ତତ୍ତନୟ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥରବୋଷଣୟ ଓ ନଦୀ ସେପାରିସ୍ଥ ତାହାର ସଙ୍ଗୀ ଅଫର୍ସଖୀୟମାନଙ୍କର ଦାରିୟାବସ ରାଜା ନିକଟକୁ ପ୍ରେରିତ ପତ୍ରର ଅନୁଲିପି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ନଦୀ ସେପାରିସ୍ଥ ତାହାର ସଙ୍ଗୀ ଅଫର୍ସଖୀୟମାନଙ୍କର ଦାରୀୟାବସ ରାଜା ନିକଟକୁ ପ୍ରେରିତ ପତ୍ରର ପ୍ରତିଲିପି;
Odia IRV 2017 (ଓଡିଆ ବାଇବେଲ)
ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ନଦୀ ସେପାରିସ୍ଥ ତାହାର ସଙ୍ଗୀ ଅଫର୍ସଖୀୟମାନଙ୍କର ଦାରୀୟାବସ ରାଜା ନିକଟକୁ ପ୍ରେରିତ ପତ୍ରର ପ୍ରତିଲିପି;