Ezra 5:7 — Compare Translations

5 translations compared side by side

Odia - 1840
"ସମାନେେ ତାହା ନିକଟକୁ ଯେଉଁ ପତ୍ର ପଠାଇଲେ; ତହିଁରେ ଏହିପରି ଲଖାେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହା ନିକଟକୁ ଯେଉଁ ପତ୍ର ପଠାଇଲେ, ତହିଁରେ ଏରୂପ ଲେଖା ଥିଲା; ମହାରାଜ ଦାରୀୟାବସଙ୍କର ସର୍ବମଙ୍ଗଳ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତାହା ନିକଟକୁ ଯେଉଁ ପତ୍ର ପଠାଇଲେ; ତହିଁରେ ଏହିପରି ଲେଖାଥିଲା। ମହାରାଜ ଦାରିୟାବସଙ୍କର ସର୍ବମଙ୍ଗଳ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହା ନିକଟକୁ ଯେଉଁ ପତ୍ର ପଠାଇଲେ, ତହିଁରେ ଏରୂପ ଲେଖାଥିଲା; “ମହାରାଜ ଦାରୀୟାବସଙ୍କର ସର୍ବଶାନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହା ନିକଟକୁ ଯେଉଁ ପତ୍ର ପଠାଇଲେ, ତହିଁରେ ଏରୂପ ଲେଖା ଥିଲା; “ମହାରାଜ ଦାରୀୟାବସଙ୍କର ସର୍ବଶାନ୍ତି।