Ezra 5:8 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ରାଜାଙ୍କୁ ଏହା ଜଣାଇବାକୁ ଗ୍ଭହୁଁ ଯେ, ଆମ୍ଭମାନେେ ଯିହୁଦା ପ୍ରଦେଶ ରେ ମହାନ୍ ପରମେଶ୍ବରଙ୍କ ମନ୍ଦିରକୁ ୟାଇଥିଲୁ, ତାହା ବଡ ବଡ ପ୍ରସ୍ତର ରେ ନିର୍ମିତ ହେଉଅଛି ଓ କାନ୍ଥ ରେ କଡି ବସା ଯାଉଅଛି। ଆଉ ଏହି କାର୍ୟ୍ଯ ଯତ୍ନ ସହକା ରେ ଗ୍ଭଳୁଅଛି ଓ ସମାନଙ୍କେ ହସ୍ତ ରେ ଏହା ସଫଳ ହେଉ ଅଛି। ଏହା ମଧ୍ଯ ଶୀଘ୍ର ସରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆମ୍ଭେମାନେ ଯିହୁଦା ପ୍ରଦେଶରେ ମହାନ ପରମେଶ୍ଵରଙ୍କ ଗୃହକୁ ଯାଇଥିଲୁ, ତାହା ବଡ଼ ବଡ଼ ପ୍ରସ୍ତରରେ ନିର୍ମିତ ହେଉଅଛି ଓ କାନ୍ଥରେ କଡ଼ି ବସା ଯାଉଅଛି, ଆଉ ଏହି କାର୍ଯ୍ୟ ଯନିରେ ହେଉଅଛି ଓ ସେମାନଙ୍କ ହସ୍ତରେ ସଫଳ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ରାଜାଙ୍କୁ ଏହା ଜଣାଇବାକୁ ଗ୍ଭହୁଁ ଯେ, “ଆମ୍ଭେମାନେ ଯିହୁଦା ପ୍ରଦେଶରେ ମହାନ ପରମେଶ୍ୱରଙ୍କ ମନ୍ଦିରକୁ ଯାଇଥିଲୁ, ତାହା ବଡ଼ ବଡ଼ ପ୍ରସ୍ତରରେ ନିର୍ମିତ ହେଉଅଛି ଓ କାନ୍ଥରେ କଡ଼ି ବସା ଯାଉଅଛି। ଆଉ ଏହି କାର୍ଯ୍ୟ ଯତ୍ନ ସହକାରେ ଗ୍ଭଲୁଅଛି ଓ ସେମାନଙ୍କ ହସ୍ତରେ ଏହା ସଫଳ ହେଉ ଅଛି। ଏହା ମଧ୍ୟ ଶୀଘ୍ର ସରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆମ୍ଭେମାନେ ଯିହୁଦା ପ୍ରଦେଶରେ ମହାନ ପରମେଶ୍ୱରଙ୍କ ଗୃହକୁ ଯାଇଥିଲୁ, ତାହା ବଡ଼ ବଡ଼ ପ୍ରସ୍ତରରେ ନିର୍ମିତ ହେଉଅଛି ଓ କାନ୍ଥରେ କଡ଼ି ବସା ଯାଉଅଛି, ଆଉ ଏହି କାର୍ଯ୍ୟ ଯତ୍ନରେ ହେଉଅଛି ଓ ସେମାନଙ୍କ ହସ୍ତରେ ସଫଳ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ‘ଆମ୍ଭେମାନେ ଯିହୁଦା ପ୍ରଦେଶରେ ମହାନ ପରମେଶ୍ୱରଙ୍କ ଗୃହକୁ ଯାଇଥିଲୁ, ତାହା ବଡ଼ ବଡ଼ ପ୍ରସ୍ତରରେ ନିର୍ମିତ ହେଉଅଛି ଓ କାନ୍ଥରେ କଡ଼ି ବସା ଯାଉଅଛି, ଆଉ ଏହି କାର୍ଯ୍ୟ ଯତ୍ନରେ ହେଉଅଛି ଓ ସେମାନଙ୍କ ହସ୍ତରେ ସଫଳ ହେଉଅଛି।’