Ezra 5:9 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ସହେି ପ୍ରାଚୀନବର୍ଗମାନଙ୍କୁ ଏହି କାର୍ୟ୍ଯ ବିଷଯ ରେ କିଛି ପଗ୍ଭରିଲୁ, ତାହା ହେଲା, ଏହି ମନ୍ଦିର ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦଲୋ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆମ୍ଭେମାନେ ସେହି ପ୍ରାଚୀନବର୍ଗଙ୍କୁ ପଚାରି ଏହିପରି କହିଲୁ, ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ସେହି ପ୍ରାଚୀନବର୍ଗମାନଙ୍କୁ ଏହି କାର୍ଯ୍ୟ ବିଷୟରେ କିଛି ପଗ୍ଭରିଲୁ, ତାହା ହେଲା, “ଏହି ମନ୍ଦିର ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆମ୍ଭେମାନେ ସେହି ପ୍ରାଚୀନବର୍ଗଙ୍କୁ ପଚାରି ଏହିପରି କହିଲୁ, ‘ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?’
Odia IRV 2017 (ଓଡିଆ ବାଇବେଲ)
ତେବେ ଆମ୍ଭେମାନେ ସେହି ପ୍ରାଚୀନବର୍ଗଙ୍କୁ ପଚାରି ଏହିପରି କହିଲୁ, ‘ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?’