Ezra 6:1 — Compare Translations
5 translations compared side by side
Odia - 1840
"ସେତବେେଳେ ଦାରିଯାବସ୍ ରାଜା ଆଜ୍ଞା କରିବାରୁ ବାବିଲସ୍ଥ ଯେଉଁ ପୁସ୍ତକାଳଯ ରେ ଧନ ସଞ୍ଚିତ ଥିଲା, ତାହା ଅନୁସନ୍ଧାନ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଦାରୀୟାବସ ରାଜା ଆଜ୍ଞା କରନ୍ତେ, ବାବିଲସ୍ଥ ଯେଉଁ ପୁସ୍ତକାଳୟରେ ଧନ ସଞ୍ଚିତ ହେଲା, ତାହା ଅନୁସନ୍ଧାନ କରାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାରିୟାବସଙ୍କର ଆଦେଶ ସେତେବେଳେ ଦାରିୟାବସ୍ ରାଜା ଆଜ୍ଞା କରିବାରୁ ବାବିଲସ୍ଥ ଯେଉଁ ପୁସ୍ତକାଳୟରେ ଧନ ସଞ୍ଚିତ ଥିଲା, ତାହା ଅନୁସନ୍ଧାନ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଦାରୀୟାବସ ରାଜା ଆଜ୍ଞା କରନ୍ତେ, ବାବିଲସ୍ଥ ଯେଉଁ ପୁସ୍ତକାଳୟରେ ଧନ ସଞ୍ଚିତ ହେଲା, ତାହା ଅନୁସନ୍ଧାନ କରାଗଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଦାରୀୟାବସ ରାଜା ଆଜ୍ଞା କରନ୍ତେ, ବାବିଲସ୍ଥ ଯେଉଁ ପୁସ୍ତକାଳୟରେ ଧନ ସଞ୍ଚିତ ହେଲା, ତାହା ଅନୁସନ୍ଧାନ କରାଗଲା।