Ezra 6:10 — Compare Translations
5 translations compared side by side
Odia - 1840
"ତହିଁରେ ସମାନେେ ସ୍ବର୍ଗସ୍ଥ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ପ୍ରାର୍ଥନା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ପ୍ରାର୍ଥନା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ସେମାନେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ପ୍ରାର୍ଥନା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ନିମନ୍ତେ ପ୍ରାର୍ଥନା କରିବେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ନିମନ୍ତେ ପ୍ରାର୍ଥନା କରିବେ।”