Ezra 6:11 — Compare Translations
5 translations compared side by side
Odia - 1840
"ମୁଁ ଆହୁରି ଆଜ୍ଞା କରୁଅଛି କି ଯେ କହେି ସହେି ବାକ୍ଯ ଅନ୍ୟଥା କରିବ ତାହାର ଗୃହରୁ ଏକ କଡି ବାହାର କରାୟାଇ ସହେି କାଠ ରେ ସେ ବନ୍ଧା ହାଇେ ଟଙ୍ଗାୟିବ। ପୁଣି ତା ଲାଗି ତାର ଗୃହ ଖତରାଶି କରାଯାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମୁଁ ଆଜ୍ଞା କରୁଅଛି କି, ଯେକେହି ଏହି ବାକ୍ୟ ଅନ୍ୟଥା କରିବ, ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଷ୍ଠରେ ସେ ବନ୍ଧା ହୋଇ ଟଙ୍ଗାଯାଉ; ପୁଣି, ତହିଁ ଲାଗି ତାହାର ଗୃହ ଖତରାଶି କରାଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆହୁରି ଆଜ୍ଞା କରୁଅଛି କି ଯେକେହି ସେହି ବାକ୍ୟ ଅନ୍ୟଥା କରିବ ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଠରେ ସେ ବନ୍ଧା ହୋଇ ଟଙ୍ଗାଯିବ। ପୁଣି ତା ଲାଗି ତାର ଗୃହ ଖତରାଶି କରାଯାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମୁଁ ଆଜ୍ଞା କରୁଅଛି ଯେ, ଯେକେହି ଏହି ବାକ୍ୟ ଅନ୍ୟଥା କରିବ, ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଷ୍ଠରେ ସେ ବନ୍ଧା ହୋଇ ଟଙ୍ଗାଯାଉ; ପୁଣି, ତହିଁ ଲାଗି ତାହାର ଗୃହ ଖତରାଶି କରାଯାଉ।
Odia IRV 2017 (ଓଡିଆ ବାଇବେଲ)
“ଆହୁରି ମୁଁ ଆଜ୍ଞା କରୁଅଛି ଯେ, ‘ଯେକେହି ଏହି ବାକ୍ୟ ଅନ୍ୟଥା କରିବ, ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଷ୍ଠରେ ସେ ବନ୍ଧା ହୋଇ ଟଙ୍ଗାଯାଉ; ପୁଣି, ତହିଁ ଲାଗି ତାହାର ଗୃହ ଖତରାଶି କରାଯାଉ।