Ezra 6:12 — Compare Translations

5 translations compared side by side

Odia - 1840
"ଆଉ ଯେଉଁ ରାଜାମାନେ ଓ ଗୋଷ୍ଠୀଯମାନେ ପରମେଶ୍ବରଙ୍କ ୟିରୁଶାଲମସ୍ଥ ଏହି ମନ୍ଦିର ବିନାଶ କରିବା ଅଭିପ୍ରାଯ ରେ ଉକ୍ତ ବାକ୍ଯକୁ ଅନ୍ୟଥା କରିବାକୁ ହସ୍ତକ୍ଷପେ କରିବେ, ସେ ସମସ୍ତଙ୍କୁ ୟିରୁଶାଲମ ରେ ସୁନାମ ସ୍ଥାପନକାରୀ ପରମେଶ୍ବର ଉଚ୍ଛିନ୍ନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେ ଯେ ରାଜା ଓ ଗୋଷ୍ଠୀୟମାନେ ପରମେଶ୍ଵରଙ୍କ ଯିରୂଶାଲମସ୍ଥ ଏହି ଗୃହ ବିନାଶ କରିବା ଅଭିପ୍ରାୟରେ ଉକ୍ତ ବାକ୍ୟ ଅନ୍ୟଥା କରିବାକୁ ହସ୍ତକ୍ଷେପ କରିବେ, ସେସମସ୍ତଙ୍କୁ ଯିରୂଶାଲମରେ ସ୍ଵନାମ-ସ୍ଥାପନକାରୀ ପରମେଶ୍ଵର ଉଚ୍ଛିନ୍ନ କରନ୍ତୁ । ମୁଁ ଦାରୀୟାବସ ଏହି ଆଜ୍ଞା ଦେଇଅଛି; ଏହା ଅତି ଯନିପୂର୍ବକ କରାଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯେଉଁ ରାଜାମାନେ ଓ ଗୋଷ୍ଠୀୟମାନେ ପରମେଶ୍ୱରଙ୍କ ଯିରୁଶାଲମସ୍ଥ ଏହି ମନ୍ଦିର ବିନାଶ କରିବା ଅଭିପ୍ରାୟରେ ଉକ୍ତ ବାକ୍ୟକୁ ଅନ୍ୟଥା କରିବାକୁ ହସ୍ତକ୍ଷେପ କରିବେ, ସେ ସମସ୍ତଙ୍କୁ ଯିରୁଶାଲମରେ ସୁନାମ ସ୍ଥାପନକାରୀ ପରମେଶ୍ୱର ଉଚ୍ଛିନ୍ନ କରିବେ। ମୁଁ ଦାରିୟାବସ୍ ଏହି ଆଜ୍ଞା ଦେଇଅଛି, ଏହା ଅତି ଯତ୍ନପୂର୍ବକ କରାଯାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁ ଯେଉଁ ରାଜା ଓ ଗୋଷ୍ଠୀୟମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଏହି ଗୃହ ବିନାଶ କରିବା ଅଭିପ୍ରାୟରେ ଉକ୍ତ ବାକ୍ୟ ଅନ୍ୟଥା କରିବାକୁ ହସ୍ତକ୍ଷେପ କରିବେ, ସେସମସ୍ତଙ୍କୁ ଯିରୂଶାଲମରେ ସ୍ୱନାମ-ସ୍ଥାପନକାରୀ ପରମେଶ୍ୱର ଉଚ୍ଛିନ୍ନ କରନ୍ତୁ। ମୁଁ ଦାରୀୟାବସ ଏହି ଆଜ୍ଞା ଦେଇଅଛି; ଏହା ଅତି ଯତ୍ନପୂର୍ବକ କରାଯାଉ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁ ଯେଉଁ ରାଜା ଓ ଗୋଷ୍ଠୀୟମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଏହି ଗୃହ ବିନାଶ କରିବା ଅଭିପ୍ରାୟରେ ଉକ୍ତ ବାକ୍ୟ ଅନ୍ୟଥା କରିବାକୁ ହସ୍ତକ୍ଷେପ କରିବେ, ସେସମସ୍ତଙ୍କୁ ଯିରୂଶାଲମରେ ସ୍ୱନାମ-ସ୍ଥାପନକାରୀ ପରମେଶ୍ୱର ଉଚ୍ଛିନ୍ନ କରନ୍ତୁ।’ ମୁଁ ଦାରୀୟାବସ ଏହି ଆଜ୍ଞା ଦେଇଅଛି; ଏହା ଅତି ଯତ୍ନପୂର୍ବକ କରାଯାଉ।”