Ezra 6:13 — Compare Translations
5 translations compared side by side
Odia - 1840
"ତହିଁରେ ଦାରିଯାବସ୍ ରାଜା ଏହି ଆଜ୍ଞା ପଠାଇବାରୁ ତତ୍ତନଯ, ନଦୀ ସେ ପାରିସ୍ଥ ଦଶାେଧ୍ଯକ୍ଷ ଓ ଶଥର ବୋଷଣଯ ଓ ସମାନଙ୍କେ ସଙ୍ଗୀଗଣ ଅତି ଯତ୍ନପୂର୍ବକ କର୍ମମାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାରୀୟାବସ ରାଜା ଏହି ଆଜ୍ଞା ପଠାଇବାରୁ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀଗଣ ଅତି ଯନିପୂର୍ବକ ତଦନୁସାରେ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିରର ସମାପନ ଓ ସମର୍ପଣ ତହିଁରେ ଦାରିୟାବସ୍ ରାଜା ଏହି ଆଜ୍ଞା ପଠାଇବାରୁ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର ବୋଷଣୟ ଓ ସେମାନଙ୍କ ସଙ୍ଗୀଗଣ ଅତି ଯତ୍ନପୂର୍ବକ କର୍ମମାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାରୀୟାବସ ରାଜା ଏହି ଆଜ୍ଞା ପଠାଇବାରୁ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ତତ୍ତନୟ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଅତି ଯତ୍ନପୂର୍ବକ ତଦନୁସାରେ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାରୀୟାବସ ରାଜା ଏହି ଆଜ୍ଞା ପଠାଇବାରୁ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ତତ୍ତନୟ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଅତି ଯତ୍ନପୂର୍ବକ ତଦନୁସାରେ କର୍ମ କଲେ।