Ezra 6:14 — Compare Translations
5 translations compared side by side
Odia - 1840
"ଏଥି ରେ ହାଗଯ ଭବିଷ୍ଯଦ୍ବକ୍ତାର ଓ ଇଦ୍ଦୋର ପୁତ୍ର ଜିଖରିଯର ଭବିଷ୍ଯଦ୍ବାକ୍ଯ ସହକା ରେ ୟିହୁଦୀଯ ପ୍ରାଚୀନବର୍ଗ ମନ୍ଦିର ନିର୍ମାଣ କଲେ ଓ କୃତକାର୍ୟ୍ଯ ହେଲେ। ଆଉ ସମାନେେ ଇଶ୍ରାୟେଲର ପରମେଶ୍ବରଙ୍କ ଆଜ୍ଞା ଅନୁସାରେ ଓ ପାରସ୍ଯ ରାଜା କୋରସ ଓ ଦାରିଯାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞା ଅନୁସାରେ ନିର୍ମାଣ କରି ସମାପ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ହାଗୟ ଭବିଷ୍ୟଦ୍ବକ୍ତାର ଓ ଇଦ୍ଦୋର ପୁତ୍ର ଜିଖରୀୟର ଭବିଷ୍ୟଦ୍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ । ଆଉ, ସେମାନେ ଇସ୍ରାଏଲର ପରମେଶ୍ଵରଙ୍କ ଆଜ୍ଞାନୁସାରେ ଓ ପାରସ୍ୟ-ରାଜ କୋରସ୍ ଓ ଦାରୀୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞାନୁସାରେ ନିର୍ମାଣ କରି ସମାପ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ହାଗୟ ଭବିଷ୍ୟଦ୍ବକ୍ତାର ଓ ଇଦ୍ଦୋର ପୁତ୍ର ଯିଖରିୟର ଭବିଷ୍ୟଦ୍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିର ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞା ଅନୁସାରେ ଓ ପାରସ୍ୟ ରାଜା କୋରସ୍ ଓ ଦାରିୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞା ଅନୁସାରେ ନିର୍ମାଣ କରି ସମାପ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କର ଓ ଇଦ୍ଦୋର ପୁତ୍ର ଯିଖରୀୟଙ୍କ ଭବିଷ୍ୟଦ୍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିରକୁ ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ, ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ଓ ପାରସ୍ୟ ରାଜା କୋରସ୍ ଓ ଦାରୀୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞାନୁସାରେ ନିର୍ମାଣ କରି ସମାପ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)