Ezra 6:15 — Compare Translations

5 translations compared side by side

Odia - 1840
"ଦାରିଯାବସ ରାଜାର ଅଧିକାରର ଷଷ୍ଠବର୍ଷ ରେ ଅଦର ନାମକ ମାସର ତୃତୀୟ ଦିନ ରେ ଏହି ମନ୍ଦିର ସମାପ୍ତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାରୀୟାବସ ରାଜାର ଅଧିକାରର ଷଷ୍ଠ ବର୍ଷରେ ଅଦର ନାମକ ମାସର ତୃତୀୟ ଦିନରେ ଏହି ଗୃହ ସମାପ୍ତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାରିୟାବସ ରାଜାର ଅଧିକାରର ଷଷ୍ଠବର୍ଷରେ ଅଦର ନାମକ ମାସର ତୃତୀୟ ଦିନରେ ଏହି ମନ୍ଦିର ସମାପ୍ତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାରୀୟାବସ ରାଜାର ରାଜତ୍ଵର ଷଷ୍ଠ ବର୍ଷରେ ଅଦର ନାମକ ମାସର ତୃତୀୟ ଦିନରେ ଏହି ଗୃହ ସମାପ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଦାରୀୟାବସ ରାଜାର ରାଜତ୍ଵର ଷଷ୍ଠ ବର୍ଷରେ ଅଦର ନାମକ ମାସର ତୃତୀୟ ଦିନରେ ଏହି ଗୃହ ସମାପ୍ତ ହେଲା।