Ezra 6:16 — Compare Translations

5 translations compared side by side

Odia - 1840
"ଏହାପରେ ଇଶ୍ରାୟେଲର ଲୋକମାନେ, ଯାଜକମାନେ, ଲବେୀୟମାନେ ଓ ନିର୍ବାସୀତର ଅବଶିଷ୍ଟ ଲୋକମାନେ ଆନନ୍ଦ ରେ ପରମେଶ୍ବରଙ୍କ ଏହି ମନ୍ଦିରର ପ୍ରତିଷ୍ଠା ଉତ୍ସବ ଆନନ୍ଦର ସହିତ ପାଳନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ଯାଜକମାନେ ଓ ଲେବୀୟମାନେ ଓ ବନ୍ଦୀତ୍ଵର ଅବଶିଷ୍ଟ ସନ୍ତାନଗଣ ଆନନ୍ଦରେ ପରମେଶ୍ଵରଙ୍କ ଏହି ଗୃହର ପ୍ରତିଷ୍ଠା-ଉତ୍ସବ ପାଳନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲର ଲୋକମାନେ, ଯାଜକମାନେ, ଲେବୀୟମାନେ ଓ ନିର୍ବାସିତର ଅବଶିଷ୍ଟ ଲୋକମାନେ ଆନନ୍ଦରେ ପରମେଶ୍ୱରଙ୍କ ଏହି ମନ୍ଦିରର ପ୍ରତିଷ୍ଠା ଉତ୍ସବ ଆନନ୍ଦର ସହିତ ପାଳନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ଯାଜକମାନେ ଓ ଲେବୀୟମାନେ ଓ ବନ୍ଦୀତ୍ୱର ଅବଶିଷ୍ଟ ସନ୍ତାନଗଣ ଆନନ୍ଦରେ ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା-ଉତ୍ସବ ପାଳନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ, ଯାଜକମାନେ ଓ ଲେବୀୟମାନେ ଓ ବନ୍ଦୀତ୍ୱର ଅବଶିଷ୍ଟ ସନ୍ତାନଗଣ ଆନନ୍ଦରେ ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା ଉତ୍ସବ ପାଳନ କଲେ।