Ezra 6:17 — Compare Translations
5 translations compared side by side
Odia - 1840
"ପୁଣି ପରମେଶ୍ବରଙ୍କ ଏହି ମନ୍ଦିରର ପ୍ରତିଷ୍ଠା ସମୟରେ ସମାନେେ 100 ବୃଷ, 200 ଅଣ୍ତିରା ମଷେ, 400 ମଷେଶାବକ ଉତ୍ସର୍ଗ କଲେ। ଏବଂ ସମଗ୍ର ଇଶ୍ରାୟେଲର ପାପାର୍ଥକ ବଳିଦାନ ନିମନ୍ତେ ଇଶ୍ରାୟେଲୀୟ ଗୋଷ୍ଠୀର ସଂଖ୍ଯା ଅନୁସାରେ ବାର ଗୋଟି ଛାଗ ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପରମେଶ୍ଵରଙ୍କ ଏହି ଗୃହର ପ୍ରତିଷ୍ଠା ସମୟରେ ସେମାନେ ଏକ ଶହ ବୃଷ, ଦୁଇ ଶହ ମେଷ, ଚାରି ଶହ ମେଷଶାବକ ଉତ୍ସର୍ଗ କଲେ; ଆଉ, ସମଗ୍ର ଇସ୍ରାଏଲର ପାପାର୍ଥକ ବଳିଦାନ ନିମନ୍ତେ ଇସ୍ରାଏଲୀୟ ଗୋଷ୍ଠୀର ସଂଖ୍ୟାନୁସାରେ ବାରଗୋଟି ଛାଗ ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପରମେଶ୍ୱରଙ୍କ ଏହି ମନ୍ଦିରର ପ୍ରତିଷ୍ଠା ସମୟରେ ସେମାନେ 100 ବୃଷ, 200 ଅଣ୍ତିରା ମେଷ, 400 ମେଷଶାବକ ଉତ୍ସର୍ଗ କଲେ। ଏବଂ ସମଗ୍ର ଇସ୍ରାଏଲର ପାପାର୍ଥକ ବଳିଦାନ ନିମନ୍ତେ ଇସ୍ରାଏଲୀୟ ଗୋଷ୍ଠୀର ସଂଖ୍ୟା ଅନୁସାରେ ବାର ଗୋଟି ଛାଗ ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା ସମୟରେ ସେମାନେ ଏକ ଶହ ବୃଷ, ଦୁଇ ଶହ ମେଷ, ଚାରି ଶହ ମେଷଶାବକ ଉତ୍ସର୍ଗ କଲେ; ଆଉ, ସମଗ୍ର ଇସ୍ରାଏଲର ପାପାର୍ଥକ ବଳିଦାନ ନିମନ୍ତେ ଇସ୍ରାଏଲୀୟ ଗୋଷ୍ଠୀର ସଂଖ୍ୟାନୁସାରେ ବାରଗୋଟି ଛାଗ ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)